Odia News Portal
Browsing Tag

Amitabh Bachchan reportedly admitted to Nanavati hospital

ହସ୍ପିଟାଲରେ ଭର୍ତ୍ତି ହେଲେ ଅମିତାଭ ବଚ୍ଚନ

ମୁମ୍ବାଇ() ବିଗ୍ ବି ଅମିତାଭ ବଚ୍ଚନ ଅସୁସ୍ଥ । ଅମିତାଭ ବଚ୍ଚନ ଗତ ତିନି ଦିନ ଧରି ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ଲିଭର୍ ରେ ସମସ୍ୟା ଥିବା ଜଣାପଡ଼ିଛି। ପେଟରେ ଅଧିକ ଯନ୍ତ୍ରଣା ହେବାରୁ ମଙ୍ଗଳବାର ରାତି ୨ଟା ବେଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା…