Odia News Portal
Browsing Tag

anil deshmukh

ଅନିଲ ଦେଶମୁଖଙ୍କୁ ଗିରଫ କଲା ସିବିଆଇ

ସିବିଆଇ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କୁ ବୁଧବାର ଗିରଫ କରିଛି। ଅନିଲ ଦେଶମୁଖ ବର୍ତ୍ତମାନ ମୁମ୍ବାଇର ଆର୍ଥର ରୋଡ ଜେଲରେ ଅଛନ୍ତି। ତାଙ୍କ ବିରୋଧରେ ବଟି ଆଦାୟ ମାମଲା ରୁଜୁ କରିଛି ସିବିଆଇ। ଗତ ବର୍ଷ ନଭେମ୍ବରରେ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ…

ଗିରଫ ହେଲେ ଅନୀଲ ଦେଶମୁଖ

ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖ ଗିରଫ । ମନି ଲଣ୍ଡରିଂ ମାମଲାରେ ୧୨ ଘଣ୍ଟା ଧରି ଅନୀଲ ଦେଶମୁଖଙ୍କୁ ପଚରାଉଚରା କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ସେ ସନ୍ତୋଷଜନକ ଉତର ନଦେଇ ପାରିବାରୁ ତାଙ୍କୁ ଗିରଫ କରାଯାଇଛି । ବହିଷ୍କୃତି ପୋଲିସ ଅଧିକାରୀ ସଚିନ୍ ୱାଜେଙ୍କ ସହ…

ମହାରାଷ୍ଟ୍ର ଗୃହମନ୍ତ୍ରୀ ପଦରୁ ଅନୀଲ ଦେଶମୁଖଙ୍କ ଇସ୍ତଫା

ମୁମ୍ବାଇ: ମହାରାଷ୍ଟ୍ର ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅନୀଲ ଦେଶମୁଖ । ଆଜି ଅନୀଲଙ୍କ ନାମରେ ଥିବା ଅଭିଯୋଗର ଶୁଣାଣି କରି ବମ୍ବେ ହାଇକୋର୍ଟ ସିବିଆଇ ଯାଞ୍ଚ ନିର୍ଦ୍ଦେଶ ଦେଇଥିଲେ । ତେବେ ନିର୍ଦ୍ଦେଶ ଆସିବାର କିଛି ସମୟ ମଧ୍ୟରେ ଅନୀଲ ଦେଶମୁଖ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଦେଖା…