ଅନିଲ ଦେଶମୁଖଙ୍କ ଘରେ ଇଡିର ଚଢ଼ାଉ
ନାଗପୁର: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖ ପଦ ଛାଡିବା ପରେ ବି ସମସ୍ୟା ବଢ଼ିବାରେ ଲାଗିଛି । ଯେବେଠାରୁ ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂହ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନିଲ ଦେଶମୁଖଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ କରିଥିଲେ, ସେବେଠାରୁ ରାଜନୀତିରେ!-->…