ଓଡିଶା ଫେରିଲେ ଅପରାଜିତା
ବିଜେପିରେ ସାମିଲ ହେବା ପରେ ଆଜି ଭୁବନେଶ୍ୱର ଫେରିଛନ୍ତି ଅପରାଜିତା ଷଡଙ୍ଗୀ । ସ୍ୱେଚ୍ଛାକୃତ ଅବସର ନେବା ପରେ ଆଇଏଏସ୍ ଅଧିକାରୀ ଅପରାଜିତା ଷଡ଼ଙ୍ଗୀ ବିଜେପିରେ ସାମିଲ ହୋଇଛନ୍ତି । ଦିଲ୍ଲୀରେ ଜାତୀୟ ସଭାପତି ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ସଭାପତି ବସନ୍ତ…