ରାଜନୈତିକ ହିଂସାକାଣ୍ଡ ତାଲିକା ଦେଲେ ସାଂସଦ
					
ଭୁବନେଶ୍ୱର: ରାଜ୍ୟ ପୁଲିସ ମୁଖିଆଙ୍କୁ ଚିଠି ଲେଖିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ଗତ କିଛି ବର୍ଷ ଭିତରେ ୧୫ ଜଣ ବିଜେପି ନେତା ଓ କର୍ମୀଙ୍କୁ ହତ୍ୟା କରାଯାଇଥିବା ନେଇ ଚିଠିରେ ଅପରାଜିତା ଉଲ୍ଲେଖ କରିଛନ୍ତି। 
ସାଂସଦ ଚିଠିଲେ ଲେଖିଛନ୍ତି, “ଗତ ପଞ୍ଚାୟତ ନିର୍ବାଚନରେ!-->!-->!-->!-->!-->…				
						
						
			