Odia News Portal
Browsing Tag

Aparajita

ସମାଧାନ ହେଲା ସମସ୍ୟା, ପ୍ରଧାନମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଲେ ଅପରାଜିତା

ଭୁବନେଶ୍ୱର: ସାମାନ୍ୟ ବର୍ଷା ହେଲେ ରାଜଧାନୀ ହୋଇ ଯାଉଛି ଜଳମଗ୍ନ । ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ତେବେ ନୟାପଲ୍ଲୀ ଅଞ୍ଚଳର ଜଳ ନିଷ୍କାସନ ଲାଗି ୧୨୦ ବାଟାଲିୟନ ପରିସରରେ ଏକ ଡ୍ରେନ ନିର୍ମାଣ ଲାଗି ସ୍ଥାନୀୟ ଲୋକେ ସାଂସଦଙ୍କୁ ଜଣାଇଥଲେ । ଏନେଇ ପ୍ରତିରକ୍ଷା…

ସିଲ୍ ହେଲା ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ

ଭୁବନେଶ୍ୱ()  ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟକୁ ସିଲ୍‌ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସାଂସଦଙ୍କ ପଳାସପଲ୍ଲୀ ସ୍ଥିତ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି। କମିଶନରେଟ ପୋଲିସ ସହାୟତାରେ କାର୍ଯ୍ୟାଳୟ ସିଲ୍‌ କରିଛି। କାର୍ଯ୍ୟାଳୟରେ କୋଭିଡ୍ ନିୟମ ଉଲଂଘନ ଜନ୍ମଦିନ ପାଳନ…