ପୂର୍ବତନ ରାଷ୍ଟ୍ରପତି ଡକ୍ଟର ଏପିଜେ ଅବଦୁଲ କଲାମଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର : ପୂର୍ବତନ ରାଷ୍ଟ୍ରପତି ତଥା ଭାରତର ମିସାଇଲ ମ୍ୟାନ୍ ଭାବେ ପରିଚିତ ଡକ୍ଟର ଏପିଜେ ଅବଦୁଲ କଲାମଙ୍କ ଆଜି ହେଉଛି ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଭାରତର ଅଗ୍ରଣୀ ବୈଜ୍ଞାନିକଙ୍କ ମଧ୍ୟରେ ଡକ୍ଟର କଲାମ ଥିଲେ ଅନ୍ୟତମ । ଭାରତର ମହାକାଶ!-->…