କରୋନା’ ପାଇଁ ନିଯୁକ୍ତି ହେବେ ଡାକ୍ତର, ନର୍ସ
ଭୁବନେଶ୍ୱର() ‘କରୋନା’ ମୁକାବିଲା ପାଇଁ ଡାକ୍ତର ଓ ପାରାମେଡିକାଲ ଷ୍ଟାଫ ନିଯୁକ୍ତି କରିବେ ରାଜ୍ୟ ସରକାର । ଏନେଇ ନିଜ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ସ୍ୱାସ୍ଥ୍ୟ ବିଭାଗ ବିଜ୍ଞାପନ ଦେଇଛି। ୩ ମାସ ପାଇଁ ଚୁକ୍ତି ଭିତ୍ତିରେ ଡାକ୍ତର, ନର୍ସ ଓ ଫାର୍ମାସିଷ୍ଟଙ୍କୁ ନିଯୁକ୍ତି ଦିଆଯିବ।
ଏହି…