Odia News Portal
Browsing Tag

arindam dash

ବାତ୍ୟା ଆସୁଛି, ଅରିନ୍ଦମଙ୍କୁ ଆଖି ଖୋଜୁଛି

ଭୁବନେଶ୍ୱର: ଆସୁଛି ବାତ୍ୟା ‘ଗୁଲାବ’ । ଆଜି ରାତିରେ କରିବ ଲ୍ୟାଣ୍ଡଫଲ । ତେବେ ବାତ୍ୟା ବନ୍ୟା କଥା କହିଲେ ମନେ ପଡ଼ିଯାଏ ଓଟିଭିର ଦିବଙ୍ଗତ ସାମ୍ବାଦିକ ଅରିନ୍ଦମ ଦାସଙ୍କ ନାଁ । କାହିଁକି ନାଁ ସବୁବେଳେ ଗ୍ରାଉଣ୍ଡ ଜିରୋକୁ ଯାଇ ଲୋକଙ୍କୁ ଦେଉଥିଲେ ଅପଡେଟ୍ । କେବେ ଗୋପାଳପୁରର ଅଶାନ୍ତ…

ଅରିନ୍ଦମଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ

କେନ୍ଦୁଝର: ସାହାସୀ, ନିର୍ଭୀକ ସାମ୍ବାଦିକ ଥିଲେ ଦିବଙ୍ଗତ ଅରିନ୍ଦମ ଦାସ । ତାଙ୍କ ମୃତ୍ୟୁରେ ସାରା ଓଡ଼ିଶାବାସୀଙ୍କ ଆଖିରୁ ଝରିଛି ଲୁହ । ତେବେ ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବା ଲାଗି ଘୋଷଣା କରିଥିଲେ ରାଜ୍ୟ ସରକାର । ଆଜି ଏହି ଆର୍ଥିକ ସହାୟତା ରାଶି ପ୍ରଦାନ…

ରାଜନଗର ପ୍ରେସ କ୍ଲବ ପକ୍ଷରୁ ଅରିନ୍ଦମ ଦାସଙ୍କୁ ଅଶ୍ରୃଳ ଶ୍ରଦ୍ଧାଞ୍ଜଳି

ରାଜନଗର : ସାହାସୀ, ନିର୍ଭୀକ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ସ୍ତବ୍ଧ ହୋଇଯାଇଛି ଓଡ଼ିଶା ସମ୍ବାଦ ଜଗତ । ସାହସିକତା ସହିତ ନିଜ କର୍ତ୍ତବ୍ୟ ସମୟରେ ଆଖି ବୁଜିଥିଲେ ଅରିନ୍ଦମ । ତାଙ୍କ ମୃତ୍ୟୁ ଖବର ଯିଏ ଶୁଣୁଛି ତା ଆଖିରୁ ଦି ଟୋପା ଲୁହ ଝରି ଆସୁଛି । ତାଙ୍କର ଏଭଳି ଅକାଳ ସାରା…

ଅରିନ୍ଦମଙ୍କୁ ଖୋଜୁଛନ୍ତି ପ୍ରଭାସ

କଟକ: ଗତକାଲି ଥିଲା ଅଶୁଭ ଦିନ । ସାହସୀ ସାମ୍ବାଦିକ ଅରିନ୍ଦମଙ୍କ ବିୟୋଗ ହୋଇଛି । ଏସସିବି ଆଇସିୟୁରେ ଚିକତ୍ସିତ ହେଉଛନ୍ତି କ୍ୟାମେରାମ୍ୟାନ ପ୍ରଭାସ ସିହ୍ନା । ଗୁରୁତର ଅବସ୍ଥାରେ ପ୍ରଭାତଙ୍କୁ କାଜୁଆଲ୍ଟିରୁ ଆଇସିୟୁକୁ ସ୍ଥାନାନ୍ତର କରାଯିବା ପରେ ସେ ସାମାନ୍ୟ ସୁସ୍ଥ ଅନୁଭବ କରିଥିଲେ ।…

ଭଦ୍ରକ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଅରିନ୍ଦମ ଦାସଙ୍କୁ ଅଶ୍ରୃଳ ଶ୍ରଦ୍ଧାଞ୍ଜଳି

ଭଦ୍ରକ: ସାହାସୀ, ନିର୍ଭୀକ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ସ୍ତବ୍ଧ ହୋଇଯାଇଛି ଓଡ଼ିଶା ସମ୍ବାଦ ଜଗତ । ସାହସିକତା ସହିତ ନିଜ କର୍ତ୍ତବ୍ୟ ସମୟରେ ଆଖି ବୁଜିଥିଲେ ଅରିନ୍ଦମ । ତାଙ୍କ ମୃତ୍ୟୁ ଖବର ଯିଏ ଶୁଣୁଛି ତା ଆଖିରୁ ଦି ଟୋପା ଲୁହ ଝରି ଆସୁଛି । ତାଙ୍କର ଏଭଳି ଅକାଳ ସାରା…

ଅରିନ୍ଦମଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ମୁଣ୍ଡଳୀରେ ହାତୀ ଉଦ୍ଧାର ଅପରେସନ ବେଳେ ଓଡ୍ରାଫ ବୋଟ୍ ବୁଡିଯିବାରୁ ପ୍ରାଣ ହରାଇଥିବା ଟିଭି ନ୍ୟୁଜ ଚ୍ୟାନେଲ ସାମ୍ବାଦିକ ଅରିନ୍ଦମ ଦାଶଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । କାର୍ୟ୍ୟରତ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଟଙ୍କା…

ଉଦୀୟମାନ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ଶୋକ ପାଳିଲେ ତୁମୁଡିବନ୍ଧ ସାମ୍ବାଦିକ ସଂଘ

ତୁମୁଡିବନ୍ଧ: ଓଟିଭିର ସାହାସୀ, ନିର୍ଭୀକ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ହୋଇଛି । ତାଙ୍କ ମୃତ୍ୟୁ ଖବର ଯିଏ ଶୁଣିଛି ତା ଆଖିରୁ ଦି ଟୋପା ଲୁହ ଝରିଛି । ସାରା ଓଡ଼ିଶାବାସୀ ଅରିନ୍ଦମଙ୍କ ଲାଗି ଶୋକପ୍ରକାଶ କରିଛନ୍ତି । ଏହି ଅବସରରେ ତୁମୁଡିବନ୍ଧ ସାମ୍ବାଦିକ ସଂଘ ପକ୍ଷରୁ ଶୋକସଭାର…

ପଞ୍ଚଭୂତରେ ଲୀନ ହେଲେ ଅରିନ୍ଦମ

କେନ୍ଦୁଝର: ସରିଲା ଶେଷକୃତ୍ୟ । ଜନ୍ମମାଟିରେ ପଞ୍ଚଭୂତରେ ଲୀନ ହେଲେ ଦୁଃସାହାସୀ ସାମ୍ବାଦିକ ଅରିନ୍ଦମ ଦାସ । ଆଜି ଭୋର୍ ପ୍ରାୟ ୪ଟା ୨୦ ମିନିଟ୍ରେ ଅରିନ୍ଦମଙ୍କ ପାର୍ଥିବ ଶରୀର ତାଙ୍କ ପୈତୃକ ଗାଁ କେନ୍ଦୁଝର ଜିଲ୍ଲା ରାଜନଗର ପଞ୍ଚାୟତର ରାଇକଳାରେ ପହଞ୍ଚିଥିଲା। ଏହାପରେ ଏକ ଶୋଭାଯାତ୍ରାରେ…

ସାମ୍ବାଦିକ ଯେବେ ଖବର ହୁଏ, ଗଣମାଧ୍ୟମ ନୀରବି ଯାଏ

ଭୁବନେଶ୍ୱର: ଖବର ଲୋକଲୋଚନକୁ ଆଣୁଥିଲେ । ହେଲେ ଆଜି ସେ ନିଜେ ବନିଗଲେ ଖବର । ଓଟିଭି ପ୍ରତିନିଧି ଅରିନ୍ଦମ ଦାସଙ୍କ ବିୟୋଗ ହୋଇଛି । ତାଙ୍କ ମୃତ୍ୟୁ ଖବର ପାଇବା ପରେ ସମସ୍ତେ କାନ୍ଦୁଛନ୍ତି । ସେ ସାଧାରଣ ଜନତା ହୁନ୍ତୁ ବା ନେତା ସମସ୍ତେ କାନ୍ଦୁଛନ୍ତି । ଆଉ ଗଣମାଧ୍ୟମରେ କାମ କରୁଥିବା…

ଅରିନ୍ଦମଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଟିଭି ରିପୋର୍ଟର ଅରିନ୍ଦମ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ଟ୍ୱିଟର ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କି, କାର୍ୟ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାର ସାମ୍ବାଦିକତା ଜଗତ…