Odia News Portal
Browsing Tag

Army

ଧରାପଡିଲେ ୧୯ ବର୍ଷର ଆତଙ୍କବାଦୀ

ଜମ୍ମୁ-କଶ୍ମୀରର ଉରି ସ୍ଥିତ ନିୟନ୍ତ୍ରଣ ରେଖା ନିକଟରେ ଅନୁପ୍ରେବଶ ଉଦ୍ୟମକୁ ପଣ୍ଡ କରିଛନ୍ତି ସୁରକ୍ଷାକର୍ମୀ। ପାକିସ୍ତାନ ସୀମାରୁ ୨ ଜଣ ଆତଙ୍କବାଦୀ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଧରି ଅନୁପ୍ରବେଶ କରୁଥିଲେ ହେଁ ଏହାକୁ ବେଶ ସଫଳତାର ସହ ଭଣ୍ଡୁର କରିଛନ୍ତି ସୁରକ୍ଷାକର୍ମୀ। …

ପୁଲଓ୍ଵାମା ଆକ୍ରମଣରେ ରହିଛି ପାକିସ୍ତାନ ସେନାର ହାତ

ପୁଲଓ୍ଵାମା ଆତଙ୍କବାଦୀ ଆକ୍ରମଣ ପଛରେ ରହିଛି ପାକିସ୍ତାନ ସେନାର ହାତ । ଆତଙ୍କବାଦୀ ଜୈଶ-ଏ-ମହମ୍ମଦ ପାକିସ୍ତାନ ସେନାର ସନ୍ତାନ । ଜମ୍ମୁ-କାଶ୍ମୀରରେ ସେନା, ସିଆରପିଏଫ୍ ଓ ପୋଲିସର ମିଳିତ ସାମ୍ବାଦିକ ସମ୍ମିଳନୀରେ ଏହା କୁହାଯାଇଛି । ସେନା ପକ୍ଷରୁ କୁହାଯାଇଛି ଜୈଶ-ଏ-ମହମ୍ମଦକୁ ଆଇଏସ୍ଆଇ…