ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜାମିନ
ନୂଆଦିଲ୍ଲୀ() ରିପବିଲିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଅର୍ଣ୍ଣବଙ୍କ ଅନ୍ତରୀଣ ଜାମିନ ମଞ୍ଜୁର କରିଛନ୍ତି ସୁପ୍ରିମକୋର୍ଟ । ୮ ଦିନ ପରେ ଜେଲରୁ ମୁକ୍ତି ପାଇବେ ଅର୍ଣ୍ଣବ ଗୋସ୍ୱାମୀ । ଆକ୍ରୋଶମୂଳକ ଭାବେ ଅର୍ଣ୍ଣବଙ୍କୁ ଗିରଫ କରିଥିବା ଅଭିଯୋଗ…