Odia News Portal
Browsing Tag

arun sahoo

ରାଜ୍ୟକୁ ଅଧିକ ପରିମାଣର ସାର ଯୋଗାଇଦେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ

ଭୁବନେଶ୍ୱର() କୋଭିଡ୍‌-୧୯ସ୍ଥିତିରେ ଚଳିତ ଖରିଫ୍‌ ଚାଷ ନିମନ୍ତେ ଚାଷୀମାନେ ଯେପରି ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀଠିକଣା ସମୟରେ ଓ ଧାର୍ଯ୍ୟ ଦରରେ ପାଇପାରିବେ ସେଥି ନିମନ୍ତେ ପ୍ରତ୍ୟେକ ସ୍ତରରେ ତଦାରଖ ବ୍ୟବସ୍ଥାକୁଅଧିକ କଡ଼ାକଡ଼ି କରାଯାଇଛି ଓ ରାଜ୍ୟକୁ ଅଧିକ ପରିମାଣର ସାର ଯୋଗାଇଦେବା…

ହ୍ୱାଟସ୍‌ଆପ୍‌ ଗ୍ରୁପ୍‌ ଗଠନ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର () କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଦ୍ରୁତ ପ୍ରଗତି ଦିଗରେ ସାମାଜିକ ଗଣମାଧ୍ୟମ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ପରିପ୍ରେକ୍ଷୀରେ ବିଭାଗ ପକ୍ଷରୁ ସୋସିଆଲ୍‌ ମିଡିଆର ବହୁଳ ଉପଯୋଗ କରିବା ଦିଗରେ ଅନେକଗୁଡ଼ିଏ ପଦକ୍ଷେପ ନିଆଯାଇଛି । ସଂପ୍ରତି କୋଭିଡ୍‌-୧୯ ସ୍ଥିତିରେ…

ନିଯୁକ୍ତି ସୁଯୋଗ ସହ ଦକ୍ଷତା ବିକାଶ ଜରିଆରେ ଆତ୍ମନିର୍ଭରଶୀଳତା ସୃଷ୍ଟି କରିବାକୁ ଲକ୍ଷ୍ୟ

ଭୁବନେଶ୍ୱର () କରୋନାକୁ ଚେକ ଦେଇଛି ଓଡିଶା । ଓଡିଶା ଏକ କୃଷି ପ୍ରଧାନ ରାଜ୍ୟ ହୋଇଥିବାରୁ ରାଜ୍ୟ ସରକାର ଏହି ମହାମାରି ସମୟରେ ଚାଷୀଙ୍କ ପାଇଁ ୨୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ଏହାଦ୍ବାର ପ୍ରାୟ 25 ଲକ୍ଷ ଚାଷୀ ଉପକୃତ ହେବେ । ଇଣ୍ଡିଆନ ଚ୍ୟାମ୍ବର ଅଫ କମର୍ସ…

ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀଙ୍କୁ ଅନୁରୋଧ

ଭୁବନେଶ୍ୱର () ଗତ ଜୁଲାଇ ୬ ତାରିଖରେ ୟୁଜିସି ପକ୍ଷରୁ ଜାରି କରାଯାଇଥିବା ପରିବର୍ତିତ ମାର୍ଗଦର୍ଶିକା ଏବଂ କେନ୍ଦ୍ର ମାନବ ସମ୍ବଳ ବିକାଶ ବିଭାଗର ଅଫିସ ମେମୋରାଣ୍ଡମ ତା.୦୬.୦୭.୨୦୨୦ରେ ସମସ୍ତ ବିଶ୍ୱ ବିଦ୍ୟାଳୟ ଏବଂ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ସ୍ନାତକ ଓ ସ୍ନତକୋତ୍ତର ଶେଷ…

କରୋନା ମୁକାବିଲା ଲାଗି ସମସ୍ତଙ୍କୁ ସଚେତନତା କରାଇବା ପ୍ରତ୍ୟେକ ରାଜାନୈତିକ ବ୍ୟକ୍ତିଙ୍କର ମୁଖ୍ୟ କର୍ତ୍ତବ୍ୟ

ଭିଡିଓ କଲିଂରେ ବୁଝିଲେ ନର୍ବାଚନମଣ୍ଡଳୀ ସମସ୍ୟାସଦାସର୍ବଦା ଚର୍ଚ୍ଚାରେ ରହିଆସିଥିବା ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର    ସାହୁ । ଆଜି  ଭିଡିଓ କଲିଂ ମାଧ୍ୟମରେ ନୟାଗଡ଼ ନିର୍ବାଚନ ମଣ୍ଡଳୀର ବହୁ ଜନସାଧାରଣଙ୍କ…

ଖାଦ୍ୟ ଯୋଗାଣ ଦିଗରେ ପ୍ରାଣୀ ସମ୍ପଦ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା

ଭୁବନେଶ୍ୱର () କୋଭିଡ-୧୯ ପରିସ୍ଥିତିରେ ଚାଷୀଙ୍କ ଆୟ ବୃଦ୍ଧି ସହିତ ପୁଷ୍ଟିକର ଖାଦ୍ୟ ଯୋଗାଣ ଦିଗରେ ପ୍ରାଣୀ ସମ୍ପଦ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ସମସ୍ତ ଯୋଜନା ଓ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ,…

ହ୍ୱାଟ୍ସଆପ ଗ୍ରୁପ ମାଧ୍ୟମରେ କୃଷି ସୂଚନା

ଭୁବନେଶ୍ୱର() ରାଜ୍ୟର କୃଷକ ମାନଙ୍କ ନିକଟରେ କୃଷି ସମ୍ପର୍କୀୟ ବିଭିନ୍ନ ସୂଚନା, ଜ୍ଞାନକୌଶଳ, ସରକାରଙ୍କ ବିଭିନ୍ନ ଯୋଜନା ଓ ଚାଷ ସମ୍ପର୍କରେ ସୁବିଧା ସୁଯୋଗ ଠିକ ସମୟରେ ଚାଷୀଙ୍କ ନିକଟରେ ପହଞ୍ଚାଇବା ପାଇଁ ଏକ ହ୍ୱାଟ୍ସସପ ଗ୍ରୁପ ଗଠନ କରାଯାଇଛି । ଏନେଇ ଆଜି ଏକ ଭିଡିଓ ଯୋଗେ କୃଷି ମନ୍ତ୍ରୀ…

ଫସଲର ବିବିଧିକରଣ ଉପରେ ଗୁରୁତ୍ୱ ଦିଆଯାଇଛି

ଭୁବନେଶ୍ୱର () ଜନସାଧାରଣଙ୍କ ଖାଦ୍ୟ ସୁରକ୍ଷା କୃଷି କାର୍ଯ୍ୟ ଉପରେ ନିର୍ଭର କରୁଥିବାରୁ କୋଭିଡ୍‌-୧୯ ସ୍ଥିତିରେ ରାଜ୍ୟରେ ଖରିଫ୍‌ ଚାଷ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ନିମନ୍ତେ ସମବାୟ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଉପଯୁକ୍ତ ସମନ୍ୱୟରେ ଠିକଣା ସମୟରେ ଚାଷୀମାନଙ୍କୁ ଆବଶ୍ୟକ…

କୋଭିଡ୍‌-୧୯ ପରିସ୍ଥିତିରେ ଜୀବନ ଜୀବିକା ସୁରକ୍ଷା ଦିଗରେ କୃଷିର ଗୁରୁତ୍ୱପୁର୍ଣ୍ଣ ଭୂମିକା ରହିଛି

ଭୁବନେଶ୍ବର() କୋଭିଡ-୧୯ ଯୋଗୁ ସାରା ବିଶ୍ୱ ଏକ ଅସ୍ୱାଭାବିକ ପରିସ୍ଥିତି ଦେଇଗତି କରୁଥିବା ବେଳେ ଲୋକମାନଙ୍କର ଜୀବନ ଜୀବିକାର ସୁରକ୍ଷା ନିମନ୍ତେ କୃଷି ଏକ ଗୁରୁତ୍ୱପୂର୍ଣ୍ଣ ଭୁମିକା ଗ୍ରହଣ କରିଛି । ଏଥି ସହିତ ରାଜ୍ୟ ଏବଂ ଦେଶର ଅର୍ଥନୀତିକୁ ସୁଧାରିବା ସହିତ ଲୋକମାନଙ୍କ ଆୟବୃଦ୍ଧି ଦିଗରେ…

ପଙ୍ଗପାଳ ମୁକାବିଲା ନିମନ୍ତେ ପ୍ରତି ଜିଲ୍ଲାରେ ଓ ଭୁବନେଶ୍ୱରରେ କଣ୍ଟ୍ରୋଲ ରୁମ ଖୋଲାଯାଇଛି

 ଭୁବନେଶ୍ୱର() ଓଡ଼ିଶାକୁ ପଙ୍ଗପାଳ ବିପଦ ନାହିଁ ବୋଲି କହିହେବନି । ଓଡ଼ିଶାକୁ ପଙ୍ଗପାଳ ବିପଦ ଟଳିନି । ସମ୍ଭାବ୍ୟ ପଙ୍ଗପାଳ ଆତଙ୍କକୁ ନେଇ କୃଷିମନ୍ତ୍ରୀ ଅରୁଣ ସାହୁ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ପଙ୍ଗପାଳ ଏବେ ମଧ୍ୟପ୍ରଦେଶ-ଛତିଶଗଡ଼ ସୀମାରେ ଅଛନ୍ତି । …