ଭାଜପା ମିଛ କହୁଛି: ଅରବିନ୍ଦ
ନୂଆଦିଲ୍ଲୀ () ଶିବସେନା ନେତା ତଥା ମୋଦି ସରକାରଙ୍କ କ୍ୟାବିନେଟରେ ମନ୍ତ୍ରୀ ଥିବା ଅରବିନ୍ଦ ସାଓ୍ବନ୍ତ ସୋମବାର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ର ରାଜନୀତିକୁ ଦେଖି ସେ ଏହି ଇସ୍ତଫା ଦେଇଥିବା କହିଛନ୍ତି।
ସେ କହିଛନ୍ତି, ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ…
