Odia News Portal
Browsing Tag

asam

ବଳତ୍କାର କେସ୍ ରେ ଫସିଲେ ପଦ୍ମଶ୍ରୀ ବିଜେତା

ଆସାମ: ଆସାମର ଉଦ୍ଧବ ଭରାଲୀ ପଦ୍ମଶ୍ରୀ ପୁରସ୍କାର ପାଇଥିଲେ । ତାଙ୍କ ନାଁରେ ବଳାତ୍କାର ଅଭିଯୋଗ ହୋଇଛି। ସେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଆସାମର ଉତ୍ତର ଲଖୀମପୁର ପୋଲିସ ଏହି ମାମଲାରେ ଭରାଲୀଙ୍କ ବିରୋଧରେ ମାମଲା ରୁଜୁ କରିଛି। ଏହି ମାମଲା ରୁଜୁ ହେବା…

୨ ଡଙ୍ଗା ମୁହାଁମୁହିଁ ଧକ୍କା, ୫୦ରୁ ଅଧିକ ଯାତ୍ରୀ ନିଖୋଜ

ଆସାମ: ଆସାମର ବ୍ରହ୍ମପୁତ୍ର ନଦୀରେ ଏକ ବଡ଼ଧରଣର ନୌକା ଦୁର୍ଘଟଣା ଘଟିଛି। ତେବେ ବ୍ରହ୍ମପୁତ୍ର ନଦୀରେ ଯାଉଥିବା ଦୁଇ ଯାତ୍ରୀବାହୀ ନୌକା ମଧ୍ୟରେ ଧକ୍କା ହୋଇଯାଇଥିଲା। ଦୁର୍ଘଟଣା ପରେ ନୌକାରେ ଥିବା ଅନେକ ଯାତ୍ରୀ ନିଖୋଜ ହୋଇଯାଇଛନ୍ତି। ଏହି ଦୁଃଖଦ ଘଟଣା ଜୋରହଟ ଜିଲ୍ଲାର…

କଂଗ୍ରେସ ଛାଡ଼ି ବିଜେପିରେ ଯୋଗଦେଲେ ରୂପଜ୍ୟୋତି

ଗୌହାଟୀ: ଦୀର୍ଘଦିନର ସସମ୍ପର୍କକୁ କାଟି ହାତ ଛାଡ଼ି ପଦ୍ମ ଧରିଲେ ରୂପଜ୍ୟୋତି କୁରମି । ଆସାମରେ ଜଣେ ଚର୍ଚ୍ଚିତ ଯୁବ କଂଗ୍ରେସ ନେତା ଭାବେ ସେ ବେଶ ପରିଚିତ । ୪ଥର କଂଗ୍ରେସ ପକ୍ଷରୁ ବିଧାନସଭାକୁ ଯାଇଛନ୍ତି । ତେବେ ସେ ଆଜି କଂଗ୍ରେସ ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି । ଆସାମ ମୁଖ୍ୟମନ୍ତ୍ରୀ…

ଆସାମରେ ଭୂକମ୍ପ ଝଟକା

ଗୌହ୍ୱାଟୀ: ଆସାମରେ ୨୪ ଘଣ୍ଟାରେ ପ୍ରାୟ ୫ ଥର ଭୂକମ୍ପ ଝଟକା ଅନୁଭବ ହୋଇଥିବା ନେଇ ଖବର ମିଳିଛି। ଏନସିଏସ ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଏହି ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୨ ରେକର୍ଡ କରାଯାଇଛି। ଭୂକମ୍ପରେ କୌଣସି ଧନଜୀବନ ହାନି ହୋଇଥିବା…