ପୁଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା
ପୁଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ତରଫରୁ ଦାୟର ଆବେଦନରେ ଉଲ୍ଲେଖ କରାଯାଇଛି ଯେ ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆର୍ବି) ଦ୍ବାରା ପରିଚାଳିତ ଏସ୍ଆଇ ପରୀକ୍ଷାରେ ବଡ଼…