୩ଟା ଯାଏଁ ଗୃହ ମୁଲତବି
ଭୁବନେଶ୍ୱର() ଆଜି ବିଧାନସଭାର ଦ୍ୱିତିୟ ଦିନ । ଅଧିବେଶନ ଆରମ୍ଭ ହେଲା କ୍ଷଣି ଆଜି ଆରମ୍ଭ ହୋଇଯାଇଥିଲା ହଟ୍ଟଗୋଳ । ବାଚସ୍ପତିଙ୍କ ରୁଲିଂ ପ୍ରତ୍ୟାହାର ଦାବିରେ ଅଡି ବସିଥିଲେ ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ ।ଫଳରେ ଗୃହକୁ ସାଢେ ୧୧ଟା ଯାଏଁ ଗୃହକୁ ପ୍ରଥମେ ମୁଲତବୀ ରଖିଥିଲେ ବାଚସ୍ପତି । ପରେ…