Odia News Portal
Browsing Tag

assembly

ବିଧାନସଭା ଅଧିବେଶନର ଶେଷ ଦିନରେ ଆଜି ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ

ଆଜି ବିଧାନସଭା ବଜେଟ ଅଧିବେଶନର ଶେଷ ଦିନ । ଶେଷ ଦିନରେ ଆଜି ଗୃହରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍ । ଗତକାଲି ଏପ୍ରିଲ ମାସରୁ ଜୁଲାଇ ପର୍ଯ୍ୟନ୍ତ ପାଇଁ ୧ ଲକ୍ଷ ୬ ହଜାର ୪୯୮ କୋଟି କାମଚଳା ବଜେଟ ଆଗତ କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଆଜି ଏହାକୁ ବିଧାନସଭାରେ ପାରିତ କରାଯିବ ।…

ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ

ମାର୍ଚ୍ଚ ୨୫ରୁ ଆରମ୍ଭ ହେବ ଷୋଡ଼ଶ ବିଧାନସଭାର ୬ ଦିନିଆ ଅଧିବେଶନ। ଏହା ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଆଜି ଦିନ ୧୧ଟା ୩୦ରେ ବସିବ ବୈଠକ। ବିଧାନସଭାର ନିୟମାବଳୀ ଓ ପ୍ରକ୍ରିୟା ଅନୁଯାୟୀ ଅଧିବେଶନ ଅନୁଷ୍ଠିତ ହେବ। ଅଧିବେଶନରେ ପ୍ରଶ୍ନକାଳ,…

୪ ଦିନରେ ୫୨ ମିନିଟ୍

ଆଗୁଆ ବନ୍ଦ ହୋଇପାରେ ବିଧାନସଭା ଅଧିବେଶନ । ଗୃହରେ ହଟୁନି ଅଚଳାବସ୍ଥା । ନିଜ ନିଜ ଜିଦରେ ଅଟଳ ରହିଛନ୍ତି ଉଭୟ ଶାଶକ ଓ ବିରୋଧୀ ଦଳ । ୪ ଦିନରେ ମାତ୍ର ୪୨ ମିନିଟ ଚାଲିଛି ଗୃହ କାର୍ଯ୍ୟ । ଗୃହ କାର୍ଯ୍ୟ ସ୍ୱଭାବିକ ସ୍ଥିତିକୁ ଫେରାଇ ଆଣିବା ପାଇଁ କୈଣସି ସ୍ତରରେ ଉଦ୍ୟମ କରାଯାଇନାହିଁ ।…

ବିଧାନସଭା ଶୀତକାଳୀନ ଅଧିବେଶନ ପୂର୍ବରୁ ସମସ୍ତଙ୍କର ହେବ କୋଭିଡ ଟେଷ୍ଟ

ବିଧାନସଭାର ଶୀତକାଳୀନ ଅଧିବେଶନ ପୂର୍ବରୁ ଆରମ୍ଭ ହୋଇଛି କୋଭିଡ଼ ଟେଷ୍ଟ । ବିଧାନସଭା ପରିସରରେ ଚାଲିଛି କୋଭିଡ଼ ଟେଷ୍ଟ । ସଦସ୍ୟଙ୍କ ସହ ବିଧାନସଭା କର୍ମଚାରୀ, ସୁରକ୍ଷାକର୍ମୀଙ୍କର ଆରଟିପିସିଆର ସହ ଆଣ୍ଟିବଡ଼ି ଟେଷ୍ଟ ମଧ୍ୟ କରାଯାଉଛି । ଏହା ୩ ଦିନ ଧରି ଚାଲିବ । ସେପଟେ ବିଧାୟିକା…

ପୁଣିଥରେ ମନ୍ତ୍ରୀ ଓ ବିଧାୟକଙ୍କ ହେବ କରୋନା ଟେଷ୍ଟ

ଭୁବନେଶ୍ୱର: ପୁଣି ମନ୍ତ୍ରୀ ଓ ବିଧାୟକଙ୍କ ହେବ କୋଭିଡ ଟେଷ୍ଟ । ଏନେଇ ବିଧାନସଭାର ସବୁ ସଦସ୍ୟଙ୍କୁ ବିଧାନସଭା ସଚିବ ଚିଠି କରିଛନ୍ତି । ଆସନ୍ତା ୧୦ ଓ ୧୧ ତାରିଖରେ ବିଧାନସଭା ପରିସରରେ ସମସ୍ତଙ୍କ ଆରଟିପିସିଆର ଟେଷ୍ଟ କରାଯିବ । ବିଧାୟକ, ସେମାନଙ୍କ ଡ୍ରାଇଭର, ପିଏସଓ, ଅଫିସର ଓ…

ଧାରଣାରେ ବିଜେଡି ବିଧାୟକ

ଭୁବନେଶ୍ୱର: ମୌସୁମୀ ଅଧିବେଶନ ଶେଷ ଦିନରେ ଚାଲିପାରିଲାନି ଗୃହ । ବିରୋଧୀ ଓ ଶାସକ ଦଳହୋଇଛନ୍ତି ମୁହାଁମୁହିଁ । ଆଜି ଗୃହ କାର‌୍ୟ୍ୟ ଆରମ୍ଭରୁ ହୋହଲ୍ଲା କରିଥିଲେ ବିରୋଧୀ । ଗୃହ ଚଳାଇ ନଦେବାକୁ ନେଇ ପ୍ରତିବାଦ କରିଛି ବିଜେଡି । ବିଜେଡି ବିଧାୟକମାନେ ବିଧାନସଭା ପରିସରରେ ଥିବା ଗାନ୍ଧି…

ମନ୍ତ୍ରୀ ରଖିଲେ ଉତ୍ତର, ଜାଣନ୍ତୁ କେଉଁ ବିଶ୍ୱ ବିଦ୍ୟାଳୟରେ କେତେ ଶିକ୍ଷକ ପଦବୀ ଖାଲି ପଡିଛି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ଥିବା ପଦବୀ ନେଇ ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ସେ କହିଛନ୍ତି ଯେ, ‘ବିଭିନ୍ନ ବିଶ୍ୱବିଦ୍ୟାଳୟରେ ୧୦୦୭ଟି ପ୍ରଫେସର ପଦବୀ ଓ ୧୬୬୦ଟି ଅଣଶିକ୍ଷକ ପଦବୀ ଖାଲି ଅଛି । ରେଭେନ୍ସା ବିଶ୍ୱବିଦ୍ୟାଳୟରେ…

ରାଜ୍ୟରେ ବଢ଼ୁଛି ଅପରାଧ, ଗୃହରେ ତଥ୍ୟ ରଖିଲେ ଦିବ୍ୟ ଶଙ୍କର ମିଶ୍ର

ଭୁବନେଶ୍ୱର: ବଢ଼ୁଛି ଅପରାଧ, ଲୋକେ ଭୟଭୀତ । ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗି ଅପରାଧ । ଚୋରୀଠାରୁ ଆରମ୍ଭ କରି ଦୁଷ୍କର୍ମ । ସବୁ ଅପରାଧ ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି । ରାଜ୍ୟରେ ବଢୁଥିବା ଅପରାଧ ଗ୍ରାଫକୁ ଦେଖି ରାଜ୍ୟ ପୋଲିସ୍ ର ପାରିବା ପଣିଆ ଉପରେ ସବୁଠାରୁ ବଡ଼ ପ୍ରଶ୍ନବାଚୀ…

୧୧.୩୦ ପର୍ଯ୍ୟନ୍ତ ଗୃହ ମୁଲତବି

ଭୁବନେଶ୍ୱର : ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ । ଆରମ୍ଭରୁ ହଟ୍ଟଗୋଳ । ମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ବିଜେପି ସଦସ୍ୟଙ୍କ କାର୍ଯ୍ୟାନୁଷ୍ଠାନ ଦାବି । ମାହାଙ୍ଗା ଡବଲ ମର୍ଡର ମାମଲାରେ କାର୍ଯ୍ୟାନୁଷ୍ଠାନ ଦାବିରେ ହୋହଲ୍ଲା । ଚାଷୀ ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କଲେ କଂଗ୍ରେସ ସଦସ୍ୟ । ଦିନ…

ଆରମ୍ଭ ହେଲା ବିଧାନସଭା ଅଧିବେଶନ

ଭୁବନେଶ୍ୱର: ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ଗୃହ କାର୍ଯ୍ୟ ଆରମ୍ଭରୁ ଦିବଙ୍ଗତ ନେତା ଓ କୋଭିଡ ଯୋଦ୍ଧାମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାଵ ଆଗତ ହୋଇଛି। ଭିସି ଜରିଆରେ ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ,…