Odia News Portal
Browsing Tag

assembly

ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର : ଆଜିଠାରୁ ବିଧାନସଭା । ଆରମ୍ଭରୁ ତାତିବ, ସରକାରଙ୍କୁ ଘେରିବେ ବିରୋଧୀ । ମୁକାବିଲା ପାଇଁ ବିଜେଡିର ରଣନୀତି । କେନ୍ଦ୍ର ଅବହେଳା କଥା କହିଲେ ନବୀନ । ରାଜ୍ୟ ବିଧାନସଭାର ମୌସୁମୀ ଅଧିବେଶନ ଆଜିଠୁ ଆରମ୍ଭ । ଆସନ୍ତା ୯ ତାରିଖ ପର୍ୟ୍ୟନ୍ତ ଚାଲିବ। ଚଳିତ ଅଧିବେଶନ ମୋଟ୍ ୮ଟି…

ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ୨୭ରେ ସର୍ବଦଳୀୟ ବୈଠକ ଡାକିବେ ବାଚସ୍ପତି

ଭୁବନେଶ୍ୱର: ସେପ୍ଟେମ୍ବର ୧ରୁ ବସିବ ବିଧାନସଭା ମୌସୁମୀ ଅଧିବେଶନ । ତାପୂର୍ବରୁ ୨୭ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର । ସୁରୁଖୁରୁରେ ଗୃହକାର୍ୟ୍ୟ ଚଳାଇବା ପାଇଁ ସରକାର ଓ ବିରୋଧୀଙ୍କ ସହଯୋଗ ଲୋଡ଼ିବେ ବାଚସ୍ପତି । କୋଭିଡ୍ କଟକଣାରେ ସେପ୍ଟେମ୍ବର ୯…

ପୁଣି ପୋଡିୟମ ଉପରକୁ ଚଢ଼ିବାକୁ ଚେଷ୍ଟା, ୩ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର() ବିରୋଧୀ ଦଳ ଙ୍କ ପ୍ରବଳ ହଙ୍ଗାମା ମଧ୍ୟ ରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ୩ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି । ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢ଼ିବାକୁ ଚେଷ୍ଟା କରିଥିଲେ ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ । ସୂଚନାଯୋଗ୍ୟ ଶନିବାର ଅପରାହ୍ଣର…

୩ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର()  ନୟାଗଡର ପରୀ ହତ୍ୟା ମାମଲାକୁ ନେଇ ଆଜି ପୁଣି ବିଧାନସଭାରେ ହଟ୍ଟଗୋଳ ଆରମ୍ଭ ହୋଇଛି । ଏସଆଇଟି ଗଠନ ନେଇ ସ୍ପଷ୍ଟୀକରଣ ଦାବି କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା । କଂଗ୍ରେସ ଓ ବିଜେପି ସଦସ୍ୟଙ୍କର ପ୍ରବଳ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୩ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି…

ପୁଣି ମୁଲତବୀ ଘୋଷଣା

ଭୁବନେଶ୍ୱର() ପୁଣି ନୟାଗଡ଼ର ପରୀ ମୃତୁ୍ୟ ପ୍ରସଙ୍ଗରେ ବିଧାନସଭାରରେ  ହଙ୍ଗାମା ହୋଇଛି । ଉଭୟ ବିଜେପି ଓ କଂଗ୍ରେସ ଦଳର ସଦସ୍ୟ ହୋହାଲ୍ଲା କରିଛନ୍ତି । ଯାହାକୁ ଦୃଷ୍ଟିରେ ରଖି ବାଚସ୍ପତି ସୂର୍ଯ୍ୟନାରାୟଣ ପୁଣି ୧୫ ମିନିଟ ପାଇଁ ଗୃହକୁ ମୁଲତବୀ କରିଦେଇଛନ୍ତି । ସକାଳେ ମଧ୍ୟ ଗୃହରେ ଏଭଳି…

୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ବର() ନୟାଗଡ଼ ପରୀ ହତ୍ୟା ଘଟଣାକୁ ନେଇ ଆଜି ବିଧାନସଭାରେ କଂଗ୍ରେସ ଓ ବିଜେପି ଦଳର ସଭ୍ୟମାନେ ଗୃହରେ ହଟ୍ଟଗୋଳ ସୃଷ୍ଟି କରିଥିଲେ । ଯାହାଫଳରେ ଗୃହ କାର୍ଯ୍ୟ ଚାଲିପାରି ନଥିଲା । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ବାଧ୍ୟ ହୋଇ ଗୃହର କାର୍ଯ୍ୟକ୍ରମକୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୁଲତବୀ…

ବିଧାନସଭାରେ ପାରିତ ହେଲା ଇଡକୋ ସଂଶୋଧନ ବିଲ୍

ଭୁବନେଶ୍ୱର() ଏଣିକି କାରଖାନାରେ ରାତିରେ ମହିଳାମାନେ କାର୍ଯ୍ୟ କରିପାରିବେ । ଏନେଇ ବିଧାନସଭାରେ ପାରିତ ହୋଇଛି ଇଡକୋ ସଂଶୋଧନ ବିଲ୍ । ଶିଳ୍ପାଞ୍ଚଳ ଭିତ୍ତିଭୂମି ସହ ସାମାଜିକ ଭିତ୍ତିଭୂମିର ବିକାଶ କରାଯିବ । କାରଖାନା ସଂଶୋଧନ ବିଲ୍ ୨୦୨୦ ବିଧାନସଭାରେ ପାରିତ ହୋଇଛି ।

ପରୀ ମୃତ୍ୟୁ ପ୍ରସଙ୍ଗରେ ବାଚସ୍ପତିଙ୍କ ରୁଲିଂ

ଭୁବନେଶ୍ୱର()  ପରୀ ମୃତ୍ୟୁ ପ୍ରସଙ୍ଗରେ ଗୃହରେ ବାଚସ୍ପତି ସୂର୍ଯ୍ୟ ନାରାୟଣଙ୍କ ରୁଲିଂ । ପରୀ ମୃତ୍ୟୁ ଓ ବାପା, ମା’ଙ୍କ ଆତ୍ମହତ୍ୟ ଉଦ୍ୟମ ପ୍ରସଙ୍ଗରେ ରୁଲିଂ ହୋଇଛି । ବାଚସ୍ପତି କହିଛନ୍ତି ଯେ, ‘ବିରୋଧୀ ଦଳ ୪ଟି ପ୍ରସଙ୍ଗ ଉଠାଇଛନ୍ତି । ବାପା, ମା ସୁରକ୍ଷା ବଳୟ ଭେଦ କରି ବିଧାନସଭା…

ବିଧାନସଭା ଆଗରେ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ବର ()  ବିଧାନସଭା ଚାଲିଥିବା ବେଳେ ଫାଟକ ସାମ୍ନାରେ ସ୍ଵାମୀ-ସ୍ତ୍ରୀ ଡିଜେଲ ଢାଳି ଆତ୍ମହତ୍ୟା ଉଦ୍ୟମ। ୫ ବର୍ଷ ଝିଅ ହତ୍ୟା ମାମଲାରେ ବାପା ମା' ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେମାନଙ୍କୁ ଫାଟକ ଆଗରୁ କାବୁ କରିଛି ପୋଲିସ। ଦୀର୍ଘ ତିନିମାସ ପରେ ମଧ୍ୟ ଝିଅକୁ ନ୍ୟାୟ ମିଳିନଥିବା କହି…

ଲୋକାୟୁକ୍ତ ସଂଶୋଧନ ବିଲ-୨୦୨୦ ପାରିତ

ଭୁବନେଶ୍ୱର()  ବିଧାନସଭାରେ ଆଜି ଓଡିଶା ଲୋକାୟୁକ୍ତ ସଂଶୋଧନ ବିଲ-୨୦୨୦ ପାରିତ ହୋଇଛି । ଓଡିଶା ସ୍ଥାନୀୟ ପାଣ୍ଠି ସମୀକ୍ଷା ସଂଶୋଧନ ବିଲ ଗୃହରେ ପାରିତ ହୋଇଛି । ଏହା ସହ ଆସନ୍ତାକାଲି ଯାଏଁ ଗୃହ ମୁଲତବୀ ହୋଇଛି । ମୁତଲବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।