Odia News Portal
Browsing Tag

assembly

ଧର୍ମଘଟକୁ ପ୍ରୋତ୍ସାହନ ଦେଲେ ଜେଲ

ଭୁବନେଶ୍ୱର() ବିଧାନସଭାରେ ଅତିଆବଶ୍ୟକ ସେବା ସଂଶୋଧନ ବିଲ୍ ପାରିତ ହୋଇଛି । ବେଆଇନ୍ ଧର୍ମଘଟକୁ ପ୍ରୋତ୍ସାହିତ କଲେ ଏଣିକି ମିଳିବ ଜେଲଦଣ୍ଡ । ଧର୍ମଘଟ ପାଇଁ ସାଧାରଣ ଲୋକଙ୍କ ସୁରକ୍ଷା ବିପନ୍ନ ହେଲେ ଦଣ୍ଡିତ କରାଯିବ । ଆଇନ ଅନୁଯାୟୀ ଧର୍ମଘଟ କରୁଥିବା କର୍ମଚାରୀ ଦଣ୍ଡିତ ହେବେ । ବେଆଇନ…

ଶୋକ ପ୍ରସ୍ତାବ ଆଗତ ପରେ ଅପରାହ୍ନ ୩ ଯାଏଁ ମୁଲତବୀ

ଭୁବନେଶ୍ୱର()  ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ବିୟୋଗରେ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ଓ ଅନ୍ୟ ଦଳର ନେତା । ଏନେଇ ଗୃହରେ ୨ ମିନିଟ୍ ନିରବ ପ୍ରାର୍ଥନା ହୋଇଛି ।…

ଅପରାହ୍ନ ୩ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର() ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । କୋଭିଡ କଟକଣା ଭିତରେ ସାଢେ ୪ ଘଣ୍ଟା ଚାଲିବ ଗୃହ । ଗୃହ ଆରମ୍ଭରେ ପୂର୍ବତନ ବାଚସ୍ପତି ଶରତ କରଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ଦିବଂଗତ ବିଧାୟକ ଓ କୋଭିଡ…

ଦିନକୁ ସାଢେ ୪ ଘଣ୍ଟା ହେବ ବିଧାନସଭା

ଭୁବନେଶ୍ୱର() ବିଧାନସଭା ପାଇଁ ଶେଷ ହୋଇ ସର୍ବଦଳୀୟ ବୈଠକ । ବୈଠକ ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି ଯେ, ‘କୋଭିଡ ଗାଇଡଲାଇନ୍ ଅନୁସାରେ ବିଧାନସଭା ଚାଲିବ । ଦିନକୁ ସାଢେ ୪ ଘଣ୍ଟା ହେବ ବିଧାନସଭା । କୋଭିଡ ପାଇଁ ତାରକା ପ୍ରଶ୍ନ ବନ୍ଦ ରହିବ । ଆବଶ୍ୟକୀୟ କାଗଜପତ୍ର…

ଆଜିଠୁ ତିନି ଦିନ ଯାଏଁ କୋଭିଡ ଟେଷ୍ଟ୍‌

ଭୁବନେଶ୍ବର()   ଆସନ୍ତା 29 ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତ ଅଧିବେଶନ। ଏଥର ବି ଅଧିବେଶନ ପୂର୍ବରୁ ବିଧାୟକ, ମନ୍ତ୍ରୀ ଓ ତାଙ୍କ ବ୍ୟକ୍ତିଗତ ସଚିବ, ସହାୟକ ଏବଂ ବିଧାନସଭା କର୍ମଚାରୀଙ୍କର କୋଭିଡ ଟେଷ୍ଟ କରାଯାଉଛି। ମଙ୍ଗଳବାରଠାରୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ କରୋନା ଟେଷ୍ଟ…

୧୮ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର()  ନଭେମ୍ବର ୧୮ରେ ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ। ପ୍ରଶ୍ନକାଳ ରହିବ କି ନାହଁ ସେନେଇ ଆଲୋଚନା ହେବ। ଏହା ସହ ଗୃହ କିଭଳି ସୁରୁଖୁରୁରେ ଚାଲିବ ସେନେଇ ମଧ୍ୟ ଆଲୋଚନା ହେବ। ଗତ ଅଧିବେଶନ ପରି ଚାଲିବ ଅଧିବେଶନ। ଦୈନିକ ୨ଟି ପର୍ଯ୍ୟାୟରେ ଚାଲିବ ଗୃହକାର୍ଯ୍ୟ।

ଶୀତ ଅଧିବେଶନ ପୂର୍ବରୁ କରୋନା ଟେଷ୍ଟ

ଭୁବନେଶ୍ୱର() ଆସନ୍ତା ୨୦ରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ । ବିଧାନସଭା ଶୀତ ଅଧିବେଶନ ପ୍ରସ୍ତୁତି ନେଇ ଆଜି ସୂଚନା ଦେଇଛନ୍ତି ବାଚସ୍ପତିି ସୂର୍ଯ୍ୟ ନାରାୟଣ ପାତ୍ର । ସେ କହିଛନ୍ତି ଯେ, ‘ ପୂର୍ବ ଅଧିବେଶନ ଭଳି ଏଥର ମଧ୍ୟ କୋଭିଡ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହେବ । ୧୭,୧୮ ଓ ୧୯ରେ…

ଶୀତ ଅଧିବେଶନ ନେଇ ବାଚସ୍ପତିଙ୍କ ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର()  ବିଧାନସଭାର ଶୀତ ଅଧିବେଶନ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ସେ କହିଛନ୍ତି ଯେ, କୋଭିଡ କଟକଣା ଭିତରେ ଦୈନିକ ସାଢେ ୪ ଘଣ୍ଟା ଶୀତ ଅଧିବେଶନ ବସିବ । ପ୍ରଶ୍ନକାଳ ହେବ କି ନାହିଁ ସେନେଇ କିଛି ସ୍ଥିର କରାଯାଇନାହିଁ । ବିଧାୟକ,…

ରାଜ୍ୟରେ କାର୍ଯ୍ୟକାରୀ ହେବ ଇ-ବିଧାନସଭା

ଭୁବନେଶ୍ୱର()   ଓଡ଼ିଶାରେ କାର୍ଯ୍ୟକାରୀ ହେବ ଇ-ବିଧାନସଭା । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଯାଇଛି । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇ କହିଛନ୍ତି ଯେ, ଶୀତ ଅଧିବେଶ ପରେ ଇ-ବିଧାନସଭା କାର୍ଯ୍ୟକାରୀ କରାଯିବାକୁ ନିଷ୍ପତ୍ତି ନିଆଯାଇଛି ।   ସମସ୍ତ…

୩୧ ପୂର୍ବରୁ ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର()  ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ ବିଧାନସଭା ବିଧି ଅନୁସାରେ ଗୃହ ୬୦ ଦିନ ଚାଲିବା ବ୍ୟବସ୍ଥା ରହିଛି । ତୃତୀୟ ଓ ଚତୁର୍ଥ ଅଧିବେଶନରେ ସର୍ବମୋଟ ୨୦ ଦିନ ଗୃହ…