ଅଟଳଜୀଙ୍କର ଓଡିଶା ପ୍ରତି ସ୍ନେହ ଓ ମୋହ ଥିଲା ଅତୁଟ: ଧର୍ମେନ୍ଦ୍ର
ଭୁବନେଶ୍ୱର() ଅଟଳଜୀଙ୍କର ଓଡିଶା ପ୍ରତି ସ୍ନେହ ଓ ମୋହ ଅତୁଟ ଥିଲା । ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ତାଙ୍କର ୧୯୯୧-୯୨ ମସିହାରେ ଓଡିଶା ଗସ୍ତର ପୁରୁଣା ଫୋଟ ଟ୍ୱିଟ କରି ଇତିହାସର ସ୍କୃତିକୁ ଉଜ୍ଜିବୀତ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…
