ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର
ଭୁବନେଶ୍ୱର : ଓଡ଼ିଶା ସାହିତ୍ୟ ଏକାଡେମୀର ୨୮ତମ ପୁରସ୍କାର ବିତରଣ ଉତ୍ସବରେ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ବିଶିଷ୍ଟ କଥାଶିଳ୍ପୀ ତଥା ସାରସ୍ୱତ ସାଧକ ଡ. ରାମଚନ୍ଦ୍ର ବେହେରାଙ୍କୁ ପ୍ରଦାନ କରାଯାଇଛି। ସ୍ଥାନୀୟ ସଂସ୍କୃତି ଭବନଠାରେ ନିରାଡମ୍ବର ଭାବେ ଆୟୋଜିତ ଏହି!-->…