Odia News Portal
Browsing Tag

attack on pcc president in odisha

ଆକ୍ରମଣ ଘଟଣାରେ ଆଉ ୩ ଗିରଫ

କେନ୍ଦୁଝର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଆକ୍ରମଣ ମାମଲାରେ ସାମିଲ ୩ ଅଭିଯୁକ୍ତ ଗିରଫ । ଆଜି ଆକ୍ରମଣ ଘଟଣାରେ ସାମିଲ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି କେନ୍ଦୁଝର ପୋଲିସ । ଆକ୍ରମଣରେ ଗିରଫଦାରୀ ସଂଖ୍ୟା ୪କୁ ବୃଦ୍ଧି | ଏଥିସହ ଆକ୍ରମଣ ସମୟରେ ବ୍ୟବହାର ହୋଇଥିବା ବୋଲେରୋ…

ଭଦ୍ରକ ଜିଲ୍ଲା କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଭଦ୍ରକ: ରାଜ୍ୟରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ଭୁଷୁଡ଼ି ପଡ଼ିଛି, ମହିଳା ଓ ଶିଶୁ ଆଜି ଅସୁରକ୍ଷିତ, ରାଜ୍ୟରେ ଏବେ ଶାସକ ଦଳର ଚାଲିଛି ଦମନ ଲୀଳା , ଯେଉଁଠି ରାଜ୍ୟର ପିସିସି ସଭାପତି ଉପରେ ମରଣାନ୍ତକ ଆକ୍ରମଣ ହେଉଛି ସେଠି ସାଧାରଣ ଜନତା କେତେ ସୁରକ୍ଷିତ ବୋଲି ପ୍ରଶ୍ନ କରିଛି କଂଗ୍ରେସ | …

ବିଜେପିକୁ ପିସିସି ସଭାପତିଙ୍କ ଟାର୍ଗେଟ

କେନ୍ଦୁଝର: ଗାଡି ଉପରେ ଆକ୍ରମଣ ଘଟଣାକୁ ନେଇ ବିଜେପିକୁ ଟାର୍ଗେଟ କଲେ ପିସିସି ସଭାପତି । ଆକ୍ରମଣ ପଛରେ ବିଜେପି ଯୁବ ମୋର୍ଚ୍ଚାର ହାତ ଥିବା ନିରଞ୍ଜନ ଅଭିଯୋଗ କରିଛନ୍ତି । ଏନେଇ ନିରଞ୍ଜନ ଟୁଇଟ ମଧ୍ୟ କରିଛନ୍ତି । ରାଜନୈତିକ ଉଦ୍ଦେଶ୍ୟ ରଖି ଏଭଳି ଆକ୍ରମଣ କରାଯାଇଥିବା ପିସିସି ସଭାପତି…

ନିରଞ୍ଜନଙ୍କୁ ଆକ୍ରମଣ ଉଦ୍ୟମ: ଜଣେ ଅଟକ

କେନ୍ଦୁଝର: ପିସିସି ସଭାପତିଙ୍କୁ ଆକ୍ରମଣ ଘଟଣାରେ ଜଣେ ଅଟକ । ଜଣକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ୍ । ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ମହାନ୍ତିଙ୍କୁ ଅଟକ ରଖିଛି ଟାଉନ ଥାନା ପୋଲିସ୍ | ଅନ୍ୟମାନଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ପୋଲିସ ଚଢାଉ ଜାରି ରଖିଛି । ତେବେ ନିରଞ୍ଜନଙ୍କ ସୁରକ୍ଷା…