ଲକ୍ଷ୍ମୀକାନ୍ତ ଓ ବିଶ୍ୱଜିତଙ୍କୁ ଜାମିନ
ଭୁବନେଶ୍ୱର() ଅଡିଓ ଭାଇରାଲ ନେଇ ୨ ଜଣଙ୍କୁ ଗିରଫ କରାଯିବା ପ୍ରସଙ୍ଗରେ ଉଭୟଙ୍କୁ ଭୁବନେଶ୍ୱର ଏସଡିଜେଏମ କୋର୍ଟ ଜାମିନ ମଞ୍ଜୁର କରିଛନ୍ତି । ଲକ୍ଷ୍ମୀକାନ୍ତ ବେହେରା ଓ ବିଶ୍ୱଜିତ ମହାନ୍ତିଙ୍କୁ ଜାମିନ ପ୍ରଦାନ କରାଯାଇଛି । ଜଣେ ଜାମିନଦାର ଓ ୧୦ ହଜାର ଟଙ୍କା ମୁଚାଲିକାରେ…