Odia News Portal
Browsing Tag

Axar Patel

ଭାରତୀୟ ଟି-୨୦ ଦଳରେ ପରିବର୍ତ୍ତନ, ଏହି ଖେଳାଳୀଙ୍କ ସ୍ଥାନରେ…

ନୂଆଦିଲ୍ଲୀ: ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି ସ-୨୦ ବିଶ୍ୱକପ । ତେବେ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଦଳରେ ହୋଇଛି ପରିବର୍ତ୍ତନ । ଭାରତୀୟ ଟି-୨୦ ବିଶ୍ୱକପ୍ ଦଳରେ ପରିବର୍ତ୍ତନ ହୋଇଛି । ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ଜାଗା ନେଇଛନ୍ତି ଦ୍ରୁତ ବୋଲର ସାର୍ଦ୍ଦୁଲ ଠାକୁର । ବୁଧବାର…

ଅକ୍ଷରଙ୍କ ସ୍ପିନ୍ ଯାଦୁରେ ଆଣ୍ଠେଇଲା ଇଂଲଣ୍ଡ

ଅହମ୍ମଦାବାଦ: ଭାରତ-ଇଂଲଣ୍ଡ ତୃତୀୟ ଟେଷ୍ଟ ମ୍ୟାଚରେ ଇଂଲଣ୍ଡର ବ୍ୟାଟିଂ ବିପର୍ଯ୍ୟୟ । ପ୍ରଥମ ଇଂନିସ ଶେଷ ସୁଦ୍ଧା ୧୧୨ ରନରେ ଅଲଆଉଟ ହେଲା ଇଂଲଣ୍ଡ । ପ୍ରଥମ ଇଂନିସରେ ୧୧୨ ରନରେ ଅଲଆଉଟ ହେଲା ଇଂଲଣ୍ଡ । ବିଶ୍ୱର ସବୁଠାରୁ ବଡ ଷ୍ଟାଡିୟମର ପ୍ରଥମ ମ୍ୟାଚରେ ଭାରତର ଚମତ୍କାର ପ୍ରଦର୍ଶନ…