ଟକ୍ନୋଲୋଜି ଉପରେ ଗୁରୁତ୍ୱ ଦେବି : ବିଜୟ
କଟକ() ରାଜ୍ୟ ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ବିଜୟ କୁମାର ଶର୍ମା । ସେ ଆଜି ବିଦ୍ଧିବଧଭାବେ ଦାୟିତ୍ୱ ନେଇଛନ୍ତି । ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ସ୍ଥାନରେ ବିଜୟ ଶର୍ମା ଅତିରିକ୍ତ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରାଜେନ୍ଦ୍ର ଶର୍ମାଙ୍କୁ ଲୋକାୟୁକ୍ତ ସଦସ୍ୟ ଭାବେ ନିଯୁକ୍ତି…
