Odia News Portal
Browsing Tag

bahuda-yatra

ସିଂହଦ୍ୱାର ଆଗରେ ଲାଗିଲା ତିନି ରଥ

ପୁରୀ () ପୁରୀ ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ତିନି ରଥ । ଜନ୍ମବେଦୀରେ ଲୀଳାଖେଳା ସାରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଘଣ୍ଟଘଣ୍ଟା ଓ ଜୟ ଜଗନ୍ନାଥ ଧ୍ୱନିରେ କମ୍ପିଛି ରଥ ପଥ । ଭାଇଭଉଣୀଙ୍କୁ ସାଙ୍ଗରେ ଧରି କାଳିଆ ଠାକୁର ରଥାରୁଢ଼ ହୋଇ ଫେରିଛନ୍ତି । ପ୍ରଥମ ଥର…

ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ରଥଟଣା ଆରମ୍ଭ

ପୁରୀ()  ବାହୁଡ଼ାରେ ମହାପ୍ରଭୁଙ୍କ ରଥଟଣା ଆରମ୍ଭ ହୋଇଛି ।  ୧୧ଟା ୨୫ରେ ଗଡ଼ିଲା ବଡ଼ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ।  ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ରଥଟଣା ଆରମ୍ଭ ହୋଇଛି ।  ୯ଦିନ ଧରି ମାଉସୀ ଘରେ ରହିବା ପରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ସୁଭଦ୍ରା ଏବଂ ବଡ଼ ଭାଇ ବଳଭଦ୍ରଙ୍କୁ…

ପହଣ୍ଡି ପରେ ଛେରା ପହଁରା ନୀତି ଆରମ୍ଭ

ପୁରୀ()  ଆଜି ପବିତ୍ର ବାହୁଡ଼ା ଯାତ୍ରା। ଜନ୍ମବେଦୀ ଛାଡ଼ି ରତ୍ନବେଦୀ ଅଭିମୁଖେ ବାହୁଡ଼ିବେ ମହାପ୍ରଭୁ। ଶ୍ରୀଜିଉମାନଙ୍କୁ ନେବା ପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷା କରିଛନ୍ତି ତିନି ରଥ। ଗୁଣ୍ଡିଚା ଯାତ୍ରା ଭଳି ବାହୁଡ଼ା ଯାତ୍ରା ବି ବିନା ଭକ୍ତରେ ସମାପନ ହେବ।…

ବାହୁଡା ଯାତ୍ରାର ସିଧା ପ୍ରସାରଣ ଦେଖନ୍ତୁ ଗୋଟିଏ ଟଚରେ …

ପୁରୀ : ଆସନ୍ତାକାଲି ବାହୁଡ଼ା । ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବିନା ଭକ୍ତରେ ରଥ ଟଣାଯିବ । ଶୃଙ୍ଖଳା ରକ୍ଷା ପାଇଁ ଆଜି ରାତି ୧୦ଟାରୁ ୨ତାରିଖ ରାତି ୧୦ଟା ପର୍ଯ୍ୟନ୍ତ ପୂରା ସଟଡାଉନ୍ ରହିବ ପୁରୀ ।  ସେହିପରି ବାହୁଡା଼ ଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ସବୁ ବିଭାଗ…

ଶ୍ରୀମନ୍ଦିର ଫେରୁଛନ୍ତି ମହାବାହୁ

ପୁରୀ() ଆଜି ପ୍ରବିତ୍ର ବାହୁଡା ଯାତ୍ରା । ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ନେଇ ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଛନ୍ତି ମହାବାହୁ । ଶେଷ ହେଲା ଛେରା ପହଁରା । ଜନ୍ମବେଦୀ ଛାଡ଼ି ଆଜି ରତ୍ନବେଦୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ମହାପ୍ରଭୁ…