ଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ବଜାସାଲ
ନୂଆଦିଲ୍ଲୀ: ଦିଲ୍ଲୀର ରାଜପଥରେ ଦେଖିବାକୁ ମିଳିବ କଳାହାଣ୍ଡିର ବଜାସାଲ ନୃତ୍ୟ। ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡି ଜିଲ୍ଲା ବଜାସାଲ ନୃତ୍ୟଦଳ ଜାତୀୟ ପେରେଡ଼ରେ ଭାଗ ନେବା ପାଇଁ ମନୋନୀତ ହୋଇଛି । ନୂଆଦିଲ୍ଲୀ ସ୍ଥିତ ରାଜପଥ ଜାତୀୟ ପେରେଡ଼ରେ କଳାହାଣ୍ଡିର ବଜାସାଲ ଲୋକନୃତ୍ୟ!-->…