ବାଲିଯାତ୍ରା ପାଇଁ ୧୩ରୁ ଆରମ୍ଭ ହେବ ପ୍ଲଟ ନିଲାମୀ ପ୍ରକ୍ରିୟା, ଚଳିତବର୍ଷ ୧୬୭୦ଟି ଷ୍ଟଲ ଆବଣ୍ଟନ କରାଯିବାକୁ ଲକ୍ଷ୍ୟ
ନଭେମ୍ବର ୫ରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା-୨୦୨୫ । ଐତିହାସିକ କଟକ ବାଲିଯାତ୍ରା ଷ୍ଟଲ ଖୋଲିବା ନିମନ୍ତେ ପ୍ଲଟ ପଞ୍ଜିକରଣ ପ୍ରକ୍ରିୟା ଜାରି ରହିଛି । ଏହା ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ୧୩ ତାରିଖର ପ୍ଲଟ ନିଲାମୀ ପ୍ରକ୍ରିୟା ଆରମ୍ଭ ହେବ ବୋଲି ପ୍ରଶାସନ…
