Odia News Portal
Browsing Tag

baliyatra cuttack

ଆଜି ସରୁଛି ଐତିହାସିକ ବାଲିଯାତ୍ରା

କଟକ()  ଆଜି ସରୁଛି କଟକର ଐତିହାସିକ ବାଲିଯାତ୍ରା । ଦିର୍ଘ ୮ଦିନ ହେଲା ରାଜ୍ୟର ଏହି ସର୍ବବୃହତ ବାଣିଜ୍ୟିକ ମେଳା ମହାନଦୀ ପଠାରେ ଚାଲି ଆସୁଥିଲା । ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ପକ୍ଷରୁ ବାଲିଯାତ୍ରାକୁ ଜାତୀୟ ସ୍ଥରୀୟ ବାଣିଜ୍ୟ ମେଳାର ମଧ୍ୟ ପ୍ରଦାନ କରାଯାଇଛି । ନଭେମ୍ବର ୧୨ତାରିଖରୁ…

ବଢ଼ିଲା କଟକର ଐତିହାସିକ ବାଲିଯାତ୍ରାର ଦିନ

କଟକ() ଆଉ ଗୋଟିଏ ଦିନ ବଢ଼ିଲା କଟକର ଐତିହାସିକ ବାଲିଯାତ୍ରା । ୧୯ ନୁହେଁ ୨୦ରେ ସରିବ ଐତିହାସିକ କଟକର ଯାତ୍ରା । ୧୯ ତାରିଖରେ ଶେଷ ହେବ ବୋଲି ପ୍ରଥମେ କୁହାଯାଇଥିଲା । ଦେଶର ସର୍ବବୃହତ୍ ମୁକ୍ତାକାଶ ବାଣିଜ୍ୟିକ ମେଳା କୁହାଯାଉଥିବା ଏହି ମେଳା ଗତ ବର୍ଷ ପ୍ରଥମ ଥର ପାଇଁ ଦଶ ଦିନ ଚାଲିଥିଲା…

ବାଲିଯାତ୍ରାକୁ ଜାତୀୟ ପର୍ବ ମାନ୍ୟତା ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ବାଲିଯାତ୍ରାକୁ ଜାତୀୟ ପର୍ବ ମାନ୍ୟତା ଦେବା ପାଇଁ ଦାବି କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ପର୍ୟ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ ପତ୍ର ଲେଖଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ପତ୍ରରେ ଦର୍ଶାଇଛନ୍ତି ଯେ: ବାଲିଯାତ୍ରା ବା ବୋଇତ ବନ୍ଦାଣ…

ଆଜିଠାରୁ ଆରମ୍ଭ ବାଲିଯାତ୍ରା

କଟକ() ଆଜିଠାରୁ ଆରମ୍ଭ ହେଲା ଐତିହାସିକ ବାଲିଯାତ୍ରା । ଚଳିବ ବର୍ଷ ୮ଦିନ ଧରି ଚାଲିବାକୁ ଥିବା ଏହି ସର୍ବବୃହତ ବାଣିଜ୍ୟିକ ମହାକୁମ୍ଭ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ୟ୍ୟାୟରେ ପହଞ୍ଚିଛି। ଆଜି ସନ୍ଧ୍ୟାରେ ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର ଆନୁଷ୍ଠାନିକ ଭାବେ ଏହାକୁ…

କାଲିଠାରୁ ଆରମ୍ଭ ବାଲିଯାତ୍ରା

କଟକ() ଆସନ୍ତାକାଲି ଠାରୁ ଆରମ୍ଭ ହେବ ଐତିହାସିକ ବାଲିଯାତ୍ରା ।ବାଲିଯାତ୍ରା ରାଜ୍ୟର ଉତ୍ସବ ମାନ୍ୟତା ପାଇବାପରେ ଜିଲା ପ୍ରଶାସନ, କଟକ ମହାନଗର ନିଗମ ଓ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ଏଥର ବାଲିଯାତ୍ରାରେ ବହୁ ନୂତନ ଯୋଜନା ହାତକୁ ନିଆଯାଇଛି। ଚଳିବ ବର୍ଷ ବାଲିଯାତ୍ରାରେ ୪ଟି ମଣ୍ଡପରେ…