ବାଲୁକାକଳାରେ ଓଡିଆଙ୍କୁ ‘ବିଶ୍ୱ ପଖାଳ ଦିବସ’ର ଶୁଭେଚ୍ଛା ଜଣାଇଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
ପୁରୀ ନିଳାନ୍ଦ୍ରୀ ବେଳାଭୂମିରେ ବିଶ୍ବ ପଖାଳ ଦିବସର ଶୁଭେଚ୍ଛାର ବାର୍ତ୍ତା ଦେଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ବାଳୁକାକଳାରେ ନିର୍ମାଣ ଓଡିଆଙ୍କ ପଖାଳ କଂସା. ବଡି ଚୁରା, ମାଛ ଭଜା ସହ ବିଭିନ୍ନ ପ୍ରକାରର ସୁସ୍ୱାଦୁ ବ୍ୟଞ୍ଜନର ଅବିକଳ ପ୍ରତିକୃତି।ଯାହାକି ବେଶ୍ ଆକର୍ଷଣୀୟ ହୋଇଛି।!-->…
