Odia News Portal
Browsing Tag

banapur

ଲୋକଙ୍କ ଉପରେ ଗାଡ଼ି ଚଢାଇ ଦେଲେ ଚିଲିକା ବିଧାୟକ

ରଣକ୍ଷେତ୍ର ପାଲଟିଲା ବାଣପୁର ବ୍ଲକ ଅଫିସ । ବିଧାୟକଙ୍କ କାର୍‌ ଧକ୍କାରେ ୬ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି । ଏପିରିକି ବିଧାୟକଙ୍କୁ କାର୍‌ରୁ ଟାଣି ଆଣି ନିର୍ଦ୍ଦୁମ ଛେଚିଲେ ଲୋକେ । ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ । ଖବର…

ବାଣପୁର ଗ୍ୟାସ ଟାଙ୍କି ଫାଟିବା ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା: ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ…

ଗ୍ୟାସ ଟାଙ୍କି ଫାଟି ୭ ଗୁରୁତର

ଖୋର୍ଦ୍ଧା: ବାଲୁଗାଁରେ ଏକ ଗ୍ୟାସ ଟାଙ୍କି ଫାଟି ୭ ଜଣ ଗୁରୁତର ଆହତ ହୋଇଛନ୍ତି । ବାଣପୁର ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟି ଯାଇଛି । ରୋଷେଇ ବେଳେ ନିଆଁ ଲାଗି ଯାଇଥିବା ବେଳେ ଗ୍ୟାସ ଟାଙ୍କି ଫାଟି ୭ ଜଣ ଗୁରୁତର ହୋଇଛନ୍ତି । ଗ୍ୟାସରୁ ନିଆଁ ଲାଗିଯିବା…

ଯୁବକଙ୍କୁ ହାଣିଦେଲେ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ବଡସିରେଇପୁର ଗ୍ରାମରେ ଅଭାବନୀୟ ଘଟଣା । ଧାରୁଆ ଅସ୍ତ୍ରରେ ଜଣେ ଯୁବକଙ୍କୁ ଆକ୍ରମଣ । ଏହି ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ବଡ଼ସିରେଇପୁର ଗ୍ରାମର ଲକ୍ଷ୍ମୀ ମହାରଣାଙ୍କ ପୁତ୍ର ସନ୍ତୋଷ ମହାରଣା (୨୧) । ଗ୍ରାମ ଯୁବକଙ୍କ…