ଆସନ୍ତାକାଲି ବନ୍ଦ ରହିବ ରାଜ୍ୟର ସମସ୍ତ ବ୍ୟାଙ୍କ୍
ଭୁବନେଶ୍ୱର() ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟର ସମସ୍ତ ବ୍ୟାଙ୍କକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାପୂର୍ବରୁ ମକର ସଂକ୍ରାନ୍ତି ପାଇଁ ବୁଧବାର ସମସ୍ତ ସରକାରୀ ଅଫିସ ଓ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା…