Odia News Portal
Browsing Tag

baragad

ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ

ବରଗଡ: ବିଦ୍ୟୁତ ସଂସ୍ପର୍ଶରେ ଆସି ପୁଣି ଏକ ମାଈ ହାତୀର ମୃତ୍ୟୁ । ଅମ୍ବାଭୋନା ବ୍ଲକ ଲଖନପୁର ନିକଟସ୍ଥ ଅଲେଖପୁର ଗ୍ରାମରେ ଏକ ବିଲରେ ହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ ଅଲେଖପୁର ଗ୍ରାମର ଏକ ବିଲରେ…

ବରଗଡ଼ ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ହୃଦଘାତରେ ମୃତ୍ୟୁ

ବରଗଡ଼ ଜିଲ୍ଲାର ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ହୃଦଘାତରେ ମୃତ୍ୟୁ । ସେ ସୂର୍ୟ୍ୟ ଚିହ୍ନରେ ନିର୍ବାଚନ ଲଢ଼ୁଥିବା ବେଳେ ଆଜି ତାଙ୍କର ମୃତ୍ୟୁ ହୋଇଛି । ଯାହାଫଳରେ ଆଗାମୀ ୨୪ ତାରିଖରେ ହେବାକୁ ଥିବା ସରପଞ୍ଚ ନିର୍ବାଚନକୁ ସ୍ଥଗିତ ରଖାଯାଇଛି। ସୂଚନା…

ଘରୋଇ କଳହକୁ ନେଇ ଏସିଡ ଆଟାକ୍

ଘରୋଇ କଳିରୁ ଏସିଡ଼ ଆଟାକ୍। ଘଟଣାରେ ୪ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବରଗଡ଼ ସହରର ନୂଆପଡ଼ାରେ ଘଟିଛି ଏହି ଲୋମଟାଙ୍କୁରା ଘଟଣା । ଖବର ଅନୁଯାୟୀ, ବରଗଡ ଉପକଣ୍ଠ ନୂଆପଡା ୱାର୍ଡ ନଂ ୧୧ରେ ମନୋଜ ସୋନି ଓ ପବନ ସୋନି…