ଘୋଷଣା ହେଲା ଧନୁଯାତ୍ରା ତାରିଖ
ପାଖେଇଲାଣି ବରଗଡ ଧନୁଯାତ୍ରା । ବିଶ୍ୱ ପ୍ରସିଦ୍ଧ ବରଗଡ ଧନୁଯାତ୍ରା ପାଇଁ ଘୋଷଣା ହେଲା ତାରିଖ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଧନୁଯାତ୍ରା କମିଟି ଏହି ତାରିଖ ଚୟନ କରିଛି । ବୈଠକରେ ବରଗଡ ଜିଲ୍ଲାପାଳ ଇନ୍ଦ୍ରମଣି ତ୍ରିପାଠୀ,…