Odia News Portal
Browsing Tag

Barsa

ଆଜି ବର୍ଷାଙ୍କ ଜନ୍ମଦିନ

ଭୁବନେଶ୍ୱର: ଓଲିଉଡ଼ କୁଇନ ବର୍ଷା ପ୍ରିୟଦର୍ଶିନୀଙ୍କ ଆଜି ହେଉଛି ଜନ୍ମଦିନ । ୩୭ ବର୍ଷରେ ପାଦ ଥାପିଛନ୍ତି ସେ । ତାଙ୍କର ନିଖୁଣ ଅଭିନୟ ସମସ୍ତ ଦର୍ଶକଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି । ବର୍ଷା ୧୯୮୪ ମସିହାରେ କଟକରେ ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ । ପିଲାଟି ଦିନରୁ…

୨୮ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ହୋଇପାରେ । ୨୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ୨୭ରୁ ୨୯ ତାରିଖ ମଧ୍ୟରେ ରାଜ୍ୟରେ ଭଲ ବର୍ଷା ହେବ । ଲଘୁଚାପ ପ୍ରଭାବରେ ୨୭ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ…

ପୁଣି ଚର୍ଚ୍ଚାରେ ବର୍ଷା-ଅନୁଭବ ବିବାଦ

କଟକ: କିଛିଦିନର ବିରତି ପରେ ପୁଣିଥରେ ଅଭିନେତ୍ରୀ ବର୍ଷା ଓ ସାଂସଦ ଅନୁଭବ ମହାନ୍ତିଙ୍କ ବିବାଦ ଚର୍ଚ୍ଚା ଘେରକୁ ଆସିଛି । ଉଭୟଙ୍କ ମାମଲା ଚାଲିଥିବା ବେଳେ ମଧ୍ୟସ୍ଥ କେନ୍ଦ୍ରକୁ ବର୍ଷା ଆସିନାହାଁନ୍ତି । ଯାହାକୁ ନେଇ ଅନୁଭବ ଝାଡ଼ିଥିବା ଦେଖିବାକୁ ମିଳିଛି । ଗତକାଲି ଅନୁଭବ ଆସିଥିବା ବେଳେ…

ପୁରୀଘାଟ ଥାନାରେ ବର୍ଷା ଓ ତାଙ୍କ ଶାଶୂ

କଟକ()  ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ଶାଶୁ ଥାନାର ଦ୍ୱାରସ୍ଥ ହୋଇଛି ।  ପରସ୍ପର ବିରୋଧରେ ଅଭିଯୋଗ ଆଣି ଉଭୟ ଥାନାରେ ପହଞ୍ଚିଛନ୍ତି ।  କଟକ ପୁରୀଘାଟ ଥାନାରେ ଉଭୟଙ୍କ ପକ୍ଷରୁ ଲିଖିତ ଅଭିଯୋଗ କରାଯାଇଛି । ଘରୁ ବାହାର କରିଦେବାକୁ ଚକ୍ରାନ୍ତ କରାଯାଉଥିବା ବର୍ଷା …

ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ

ଭୁବନେଶ୍ୱର()  ସାଂସଦ ଅନୁଭବ ଓ ପତ୍ନୀ ବର୍ଷାଙ୍କ ପାରିବାରିକ ବିବାଦ ମାମଲାରେ ଏକ ବଡ଼ ଖବର ଆସିଛି ।  ଦିଲ୍ଲୀ ପଟିଆଲା ହାଉସ କୋର୍ଟଙ୍କ ପକ୍ଷରୁ ବର୍ଷା ପ୍ରିୟଦର୍ଶିନୀଙ୍କୁ ନୋଟିସ ଜାରି କରାଯାଇଛି ।  ଡିସେମ୍ବର ୧୦ରେ ହାଜର ହେବାକୁ କୋର୍ଟ ଏହି ନୋଟିସ କରିଛନ୍ତି ।  ଅନୁଭବ ମହାନ୍ତିଙ୍କ…

ସୁପ୍ରିମକୋର୍ଟ ଗଲେ ଅଭିନେତ୍ରୀ ବର୍ଷା

କଟକ()  ଓଲିଉଡ଼ ସଫଳ ଅଭିନେତ୍ରୀ ବର୍ଷା ତାଙ୍କ ସ୍ୱାମୀ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ନାମରେ ଶାରୀରିକ ଓ ମାନସିକ ଯନ୍ତ୍ରଣା ଦେଉଥିବା ଅଭିଯୋଗ ଆଣିଛନ୍ତି । ଉଭୟଙ୍କ ମଧ୍ୟରେ ତିକ୍ତତା ଲାଗି ରହିଥିବାବେଳେ ବର୍ଷାଙ୍କୁ ଛାଡ଼ପତ୍ର ଦେବା ପାଇଁ ଅନୁଭବ ଦିଲ୍ଲୀର ପଟିଆଲା କୋର୍ଟରେ…

ଶାଶୁ ଘରେ ରହି ମାମଲା ଲଢ଼ିବେ ବର୍ଷା

କଟକ()  ଓଲିଉଡ଼ର ସଫଳ ଅଭିନେତ୍ରୀ ବର୍ଷା ତାଙ୍କ ସ୍ୱାମୀ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ନାମରେ ଶାରୀରିକ ଓ ମାନସିକ ଯନ୍ତ୍ରଣା ଦେଉଥିବା ଅଭିଯୋଗ ଆଣିଛନ୍ତି । ଏହି ମାମଲାରେ ଆଜି ବର୍ଷାଙ୍କ ପକ୍ଷରୁ ଲଢ଼ୁଥିବା ଓକିଲ ରାମକୃଷ୍ଣ ରଥ ସୂଚନା ଦେଇ କହିଛନ୍ତି ଯେ ଶାଶୁ ଘରେ ହିଁ ବର୍ଷା…