Odia News Portal
Browsing Tag

BCCI

WTC ଲାଗି ପ୍ରକାଶ ପାଇଲା ୧୧ ଜଣିଆଁ ସାମ୍ଭବ୍ୟ ଦଳ

ସାଉଥମ୍ପଟନ୍‌: ଆସନ୍ତାକାଲି ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲ ମ୍ୟାଚ ଖେଳାଯିବ । ଏଥିଲାଗି ସାମ୍ଭବ୍ୟ ୧୧ ଜଣିଆଁ ଟିମ ଘୋଷଣା କରିଛି ବିସିସିଆଇ । ତେବେ ଏହି ୧୧ ଜଣିଆଁ ଟିମରେ ରହିଛନ୍ତି ରୋହିତ ଶର୍ମା, ଶୁଭମନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି , ଆଜିଙ୍କ୍ୟ ରାହାଣେ, ଋଷଭ…

WTC ଲାଗି ୧୫ ଜଣିଆଁ ଭାରତୀୟ ଦଳ ଘୋଷଣା

ସାଉଥମ୍ପଟନ୍‌: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଲାଗି ଘୋଷଣା ହୋଇଛି ୧୫ ଜଣିଆ ଭାରତୀୟ ଦଳ । ବିରାଟ କୋହଲି ଦଳର ଅଧିନାୟକ ଥିବା ବେଳେ ରାହାଣେଙ୍କୁ ଦିଆଯାଇଛି ଉପଅଧିନାୟକ ପଦ । ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତ ଫାଇନାଲ ଖେଳିବ । ତେବେ ଅଭ୍ୟାସ କରୁଥିବା ଦଳ ମଧ୍ୟରୁ ୧୫ ଜଣିଆ ଟିମ୍ ଆଜି ଘୋଷଣା…

ଅକ୍ଟୋବର ୧୫ରେ ହେବ ଆଇପିଏଲର ଫାଇନାଲ ମ୍ୟାଚ

ନୂଆଦିଲ୍ଲୀ: କରୋନା ମହାମାରୀ ଲାଗି ସ୍ଥଗିତ ରହିଥିବା ଚଳିତ ସିଜିନ ଆଇପିଏଲର ବଳକା ମ୍ୟାଚ ସେପ୍ଟେମ୍ବର ୧୯ରୁ ଖେଳାଯିବ । ଅକ୍ଟୋବର ୧୫ରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ବୋଲି ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି । ବାକିଥିବା ୩୧ଟି ମ୍ୟାଚ ଖେଳାଯିବ । ତେବେ ଚଳିତ ସିଜିନରେ କିଏ ଚାମ୍ପିୟନ…

ଓଡିଶା ପଇଁ ଗର୍ବ; ଶିବସୁନ୍ଦର ଦାସ ହେଲେ ଭାରତୀୟ ମହିଳା କ୍ରିକେଟ୍ ଦଳର ବ୍ୟାଟିଂ କୋଚ୍

ନୂଆଦିଲ୍ଲୀ : ଭାରତୀୟ ମହିଳା କ୍ରିକେଟ୍ ଦଳକୁ ମିଳିଲେ ଆଉ ଦୁଇ କୋଚ୍। ପୂର୍ବତନ ଓପନର ଶିବସୁନ୍ଦର ଦାସଙ୍କୁ ବ୍ୟାଟିଂ କୋଚ୍ ଭାବେ ନିଯୁକ୍ତ କରାଯାଇଥିବା ବେଳେ ଅଭୟ ଶର୍ମାଙ୍କୁ ଫିଲ୍ଡିଂ କୋଚ୍ କରାଯାଇଛି। ଦଳ ଆଗାମୀ ମାସରେ ଇଂଲଣ୍ଡ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଦଳ…

ଟିମ୍ ଇଣ୍ଡିଆକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ବ୍ରିସବେନ୍ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ଦଳର ଦମଦାର ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,…