ଗଛରୁ ଉଦ୍ଧାର ହେଲା ଭାଲୁ
ଦୀର୍ଘ ୩୦ ଘଣ୍ଟା ଗଛରେ ରହିବା ପରେ ଶେଷରେ ଗଛରୁ ଉଦ୍ଧାର ହେଲା ଭାଲୁ । ଉମରକୋଟ ଓ ନବରଙ୍ଗପୁର ବନ ବିଭାଗର ଦୀର୍ଘ ୩ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ଗଛରୁ ଉଦ୍ଧାର ହେଲା ଭାଲୁ । ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ନାୟକଗୁଡା ଗ୍ରାମରେ ଖାଦ୍ୟ ଅନ୍ୱେଷଣରେ ଆସି ଗଛରେ ଚଢ଼ି ଯାଇଥିବା ଭାଲୁକୁ!-->…
