ଆସନ୍ତା ୨୫ରେ ଭବାନୀ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହେବ
ଭୁବନେଶ୍ବର() ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ସାଂସଦ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ସ୍ମୃତିରେ ଆସନ୍ତା ୨୫ ତାରିଖ ଅପରାହ୍ନ ୪ଟା ସମୟରେ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହେବ । ଭୁବନେଶ୍ବର ୟୁନିଟ-୯ ସ୍ଥିତ ଶହିଦ ସ୍ମାରକୀ ସ୍ୱାଧୀନତା ସଂଗ୍ରାମୀ ସଦନଠାରେ…