Odia News Portal
Browsing Tag

bhadrak district

ଭଦ୍ରକରେ ବାତ୍ୟା ୟଶ ନେଇ ପୂ୍ର୍ବ ପ୍ରସ୍ତୁତି ସମୀକ୍ଷା କଲେ ପୋଲିସ୍ ଏଡିଜି

ଭଦ୍ରକ: ବାତ୍ୟା ୟସ ର ମୁକାବିଲା ପାଇଁ ଭଦ୍ରକ ରେ ୪ଗୋଟି ଏନଡି ଆରଏଫ ଟିମ ବିଭିନ୍ନ ସ୍ଥାନରେ ମୁତୟନ ହେବା ପରେ ଆଜି ୪ ଗୋଟି ଓଡ୍ରାଫ ଟିମ ଭଦ୍ରକ ଜ଼ିଲ୍ଲା ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଆସି ପହଞ୍ଚିଛି । ତେବେ ଓଡ୍ରାଫ ଟିମ କିପରି ପ୍ରଶାସନ ପୋଲିସ ଏନଡିଆରଏଫ ସହିତ ସମନ୍ୱୟ ରକ୍ଷା କରି…

ପୁଣି ଜିଲ୍ଲାକୁ ଫେରିଲା କଣ୍ଟେନମେଣ୍ଟ

ଭଦ୍ରକ: ଭଦ୍ରକ ବ୍ଲକ ଚରମ୍ପା ଏରେଇଁ ପଞ୍ଚାୟତ ଧଳସାହିରେ କୋରନା ପଜିଟିଭ୍ ଚିହ୍ନଟ ପରେ ଏହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ଜିଲ୍ଲା ପ୍ରଶାସନ | ଘର ଘର ସର୍ଭିଲାନ୍ସ ସହ ଚିଲିଛି ଟ୍ରେସିଂ ଓ ଟେଷ୍ଟିଂ |

ମିଠା କଥାକହି ଫସାଉଥିଲେ,ନିଜେ ଫସି ଗଲେ

ଭଦ୍ରକ : ସ୍ୱାମୀକୁ ଜେଲରୁ ବେଲ୍‌ରେ ବାହାର କରିଦେବାକୁ କହି ଅଭିଯୁକ୍ତ ସ୍ତ୍ରୀ ସହିତ ମିଠାଳିଆ କଥା ହେଉଥିଲେ ପୁଲିସ ବାବୁ | ତୁମ ସ୍ବାମୀ ଜେଲରୁ ବାହାରିବେ, ଆମେ ଆଜିଠୁ ଭାଇଭଉଣୀ , ଏଭଳି ମନଲୋଭା କଥା କହି ଅଭିଯୁକ୍ତର ସ୍ତ୍ରୀ ସହିତ ସଂପର୍କ ବାନ୍ଧିବାକୁ ଚେଷ୍ଟା କରୁଥିଲେ ପୁଲିସ ବାବୁ ।…

ଭଦ୍ରକରେ ଚାଲିଛି ବେଧଡ଼କ ଗୋ ଚାଲାଣ

ଭଦ୍ରକ: ବାହର ରାଜ୍ୟକୁ ବେଆଇନ ଗୋ ଚାଲାଣ ବେଳେ ଏକ ଗୋରୁ ବୋଝେଇ ପିକଅପ୍ ଭ୍ୟାନ ଜବତ ସହିତ ଏଥିରେ ଥିବା ୨୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର । ବଜରଙ୍ଗ ଦଳର କର୍ମୀ ଓ ସ୍ଥାନୀୟ ଲୋକେ ଏହି ଗୋରୁ ବୋଝେଇ ଗାଡି ଜବତ କରି ଭଦ୍ରକ ଟାଉନ ପୋଲିସକୁ ହସ୍ତାନ୍ତର କରିଛନ୍ତି | ସୂଚନା ଅନୁସାରେ, ଭଦ୍ରକରୁ…

ଭଦ୍ରକରେ ଦେହ ବେପାର: ୪ ମହିଳା ଉଦ୍ଧାର

ଭଦ୍ରକ: ଭଦ୍ରକ ସହରରେ ପୋଲିସର ନାକତଳେ ଚାଲିଛି ବେଧଡ଼କ ଦେହ ବେପାର, ପୋଲିସ ମୁଖ୍ୟାଳୟର ଅନତି ଦୂରରେ ଚାଲିଛି ଏହି ସେକ୍ସ ରାକେଟ | ଭଦ୍ରକ ସହର ଡଗମୁଣ୍ଡ ସ୍ଥିତ ଏକ ଭଡା ଘରୁ ସେକ୍ସ ରାକେଟ ଠାବ କରିଛି ଟାଉନ ଥାନା ପୋଲିସ | ଏଥିରେ ସମ୍ପୃକ୍ତ ୪ ମହିଳାଙ୍କୁ ପୋଲିସ ଅଟକ ରଖିଥିବା ବେଳେ ୨ ଜଣ…

ଭଦ୍ରକରେ ଥମୁନି ବେଆଇନ ଗୋ ଚାଲାଣ

ଭଦ୍ରକ: ଭଦ୍ରକରେ ଥମିବାର ନାଁ ଧରୁନି ବେଆଇନ ଗୋ ଚାଲାଣ | ବାରମ୍ବାର ଭଦ୍ରକରେ ଧରା ପଡ଼ୁଛି ବେଆଇନ ଗୋରୁ ଚାଲାଣ | ଯାହାକୁ ନେଇ ବଢିବାରେ ଲାଗିଛି ଜନ ଅସନ୍ତୋଷ | ଏବେ ଗୋରୁ ମାଫିଆଙ୍କ ନଜରରେ ରହିଛନ୍ତି ବୁଲା ଷଣ୍ଢ | ଗତକାଲି ପୁଣି ବେଆଇନ ଗୋ ଚାଲାଣ ନେଇ ସହର ଭିତରେ ଉପୁଜି ଥିଲା…

ଭଦ୍ରକରେ ବିଜୁ ଯୁବ ଓ ଛାତ୍ର ସମାବେଶ

ଭଦ୍ରକ: ଆଜି ବିଜୁ ଯୁବ ଓ ଛାତ୍ର ନେତୃତ୍ୱ ସମ୍ମିଳନୀ ଭଦ୍ରକର ଐତିହାସିକ ନେହେରୁ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଛି |ଏହି ସମ୍ମିଳନୀକୁ ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ | ତେବେ ଭିନ୍ନ ଭିନ୍ନ ଶୋଭାଯାତ୍ରା ମାଧ୍ୟମରେ…

ଭଦ୍ରକରେ ଗୁରୁମନ୍ତ୍ର ଦେବେ ବିଜେଡ଼ି ସୁପ୍ରିମୋ

ଭଦ୍ରକ: ଭଦ୍ରକରେ ଆଜି ବିଜୁ ଯୁବ ଓ ଛାତ୍ର ନେତୃତ୍ୱ ସମ୍ମିଳନୀ । ଏନେଇ ପ୍ରସ୍ତୁତ ହୋଇଛି ଭଦ୍ରକ ନେହେରୁ ଷ୍ଟାଡିୟମ । କାର୍ଯ୍ୟକ୍ରମରେ ସାମିଲ ହେବେ ଦଳର ବହୁ ଯୁବନେତା । ଭର୍ଚୁଆଲ ମାଧ୍ୟମରେ ଯୁବ ଛାତ୍ର ନେତା ଏବଂ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଧରାପଡ଼ିଲା ଧଳାଜହର ରାକେଟ୍, ୪ ଗିରଫ

ଭଦ୍ରକ: ରାଜ୍ୟରେ ବେଧଡ଼କ ଚାଲିଛି ନିଶା କାରବାର । ଭଦ୍ରକରୁ ପୁଣି ୪ ବ୍ରାଉନସୁଗାର ବେପାରୀକୁ କାବୁ କରିଛି ପୋଲିସ। ଭଦ୍ରକ ସହରାଞ୍ଚଳ ଥାନା ଅଧିନ ବିଭିନ୍ନ ସ୍ଥାନରୁ ୬୧ ଗ୍ରାମର ବ୍ରାଉନ ସୁଗାର ଜବତ ହୋଇଛି । ବ୍ରାଉନସୁଗାର ସହ ୨୨ଟି ମୋବାଇଲ ଫୋନ୍ ଏବଂ ୩ଟି ବାଇକ୍ ମଧ୍ୟ‌ ଜବତ କରିଛି…