ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ ବନ୍ଦ ଡାକରା
ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଭଦ୍ରକ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ । ମେଡିକାଲ କଲେଜ ସଂଗ୍ରାମ ସେନା ଡାକରାରେ ସକାଳ ୬ଟାରୁ ଆରମ୍ଭ ହୋଇଛି ବନ୍ଦ ପାଳନ । ସକାଳୁ ସକାଳୁ ଦେଖିବାକୁ ମିଳିଛି ବନ୍ଦର ପ୍ରଭାବ । ପିକେଟିଂ କରି ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀ ରାସ୍ତା ଅବରୋଧ…