Odia News Portal
Browsing Tag

bharat band

୧୫ ରେ ବନ୍ଦ ହେବ ଭାରତ

ଭୁବନେଶ୍ୱର: ତୈଳଦର ବୃଦ୍ଧି ପ୍ରତିବାଦରେ ଆସନ୍ତା ୧୫ରେ ବାମ ଦଳ ଓଡ଼ିଶା ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୧୨ଟା ଯାଏଁ ସାରା ଓଡ଼ିଶା ବନ୍ଦ କରିବାକୁ ଡାକରା ଦେଇଛି ବାମ ଦଳ। ବନ୍ଦକୁ ସଫଳ କରିବାକୁ ଆଜି ଭୁବନେଶ୍ୱରରେ ବାମ ଦଳ ପକ୍ଷରୁ ରାଲିର ଆୟୋଜନ କରାଯାଇଥିଲା। ବାମପନ୍ଥୀ ସଂଗଠନ…