ହ୍ଵିଲଚେୟାରରେ କମେଡିଆନ ଭାରିତୀ
ପ୍ରଖ୍ୟାତ କମେଡିଆନ ଭାରତୀ ସିଂହଙ୍କର ଗୋଟିଏ ଭିଡିଓ ସୋସିଆଲ ମିଡିଆରେ ଜୋରଦାର ଭାଇରାଲ ହେବାର ଲାଗିଛି, ଯାହା ଦେଖି ଭାରତୀଙ୍କ ପ୍ରଶଂସକ ପ୍ରଶଂସକ ଦୁଃଖ କରିବା ସହ ଭାରତୀଙ୍କୁ ନେଇ ଗର୍ବି ଅନୁଭବ କରୁଛନ୍ତି।
ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରେ ଭାରତୀ ହ୍ଵିଲଚେୟାରରେ ବସି…