Odia News Portal
Browsing Tag

bhubneswar

ଶପଥ ନେଲେ ନୂଆ ମୁଖ୍ୟ ସୂଚନା କମିଶନର ଜଳଦ କୁମାର ତ୍ରିପାଠୀ

ଭୁବନେଶ୍ବର: ଶପଥ ନେଲେ ନୂଆ ମୁଖ୍ୟ ସୂଚନା କମିଶନର ଜଳଦ କୁମାର ତ୍ରିପାଠୀ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ଶପଥପାଠ କରାଯାଇଛନ୍ତି । ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମନୋନୟନ କମିଟି ବୈଠକରେ ଜଳଦଙ୍କ ନାଁରେ ମୋହର ଲାଗିଥିଲା । ଗତ ଅଗଷ୍ଟରେ ମୁଖ୍ୟ ସୂଚନା…

୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି ।…

ଫାଣ୍ଡି ଜଗିଲେ ସବଇନିସପେକ୍ଟର

ଭୁବନେଶ୍ୱର: ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱ ରେ ଏଣିକି ସବ୍ଇନ୍ସପେକ୍ଟର ମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସଵ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ ପ୍ରଦାନ କରିଛନ୍ତି। …

ରାଜ୍ୟର ୧୧୪ ପୌରସଂସ୍ଥାର ପରିମଳ କର୍ମଚାରୀ ସମ୍ମାନିତ

ଭୁବନେଶ୍ୱର: ଗୃହ ଓ ନଗର ଉନ୍ନୟନ ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ୧୧୪ ପୌରାଞ୍ଚଳରେ ୨୭ ସେପ୍ଟେମ୍ବରରୁ ୩ ଅକ୍ଟୋବର ପର୍ଯ୍ୟନ୍ତ ଆଜାଦି କା ଅମୃତ ମହୋତ୍ସବ ସପ୍ତାହ ପାଳନ କରାଯାଇଛି । ଏହି ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ବିଶେଷକରି ସ୍ୱଚ୍ଛ ସାଥୀମାନଙ୍କ ଦ୍ୱାରା ପରିମଳ କାର୍ଯ୍ୟକ୍ରମ,…

ରାଜ୍ୟସ୍ତରୀୟ ଜନସମ୍ପର୍କ ସମ୍ମିଳନୀ ଆୟୋଜନ କରିବ ପିଆରଏସଆଇ ଭୁବନେଶ୍ୱର ଚାପ୍ଟର

ଭୁବନେଶ୍ୱର: ପବ୍ଲିକ୍ ରିଲେସନ୍ସ ସୋସାଇଟି ଅଫ୍ ଇଣ୍ଡିଆ (ପିଆରଏସଆଇ) ଭୁବନେଶ୍ୱର ଚାପ୍ଟରର ବାର୍ଷିକ ବୈଠକ ଗତ ଶୁକ୍ରବାର ଦିନ ପ୍ରେସ କ୍ଲବ ଅଫ୍ ଓଡିଶା ପରିସରରେ ଅନୁଷ୍ଠିତ ହୋଇଯାଇଛି। ଚାପ୍ଟରର ଅଧ୍ୟକ୍ଷ ଅମର ଜ୍ୟୋତି ମହାପାତ୍ର ଉପସ୍ଥିତ ଥିବା ସମସ୍ତ ସଦସ୍ୟଙ୍କୁ ସ୍ୱାଗତ ଜଣାଇବା ସହିତ…

ବିଦ୍ୟୁତ ଉପଭୋକ୍ତା ନୂତନ ବିଲିଂ ବ୍ୟବସ୍ଥାର ଶୁଭାରମ୍ଭ

ଭୁବନେଶ୍ୱର : ଗତ ଶୁକ୍ରବାର ଦିନ ଓଡ଼ିଶାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟର ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଉଦ୍ଧିଷ୍ଟ ନୂତନ ବିଲିଂ ବ୍ୟବସ୍ଥାର ଶୁଭ ଉଦଘାଟନ କରିଛନ୍ତି । ଅତି ଉଚ୍ଚ କ୍ଷମତାଠାରୁ ଆରମ୍ଭ କରି ସମସ୍ତ ସାଧାରଣ ଉପଭୋକ୍ତାଙ୍କ ମିଟରିଂ, ବିଲିଂ, ବିଲ ପୈଠ,…

ଭାଇରାଲ ହେବାରେ ଲାଗିଛି ମାତାଲି ଯୁବତୀଙ୍କ କାରନାମା

ଭୁବନେଶ୍ୱର: ମାତାଲି ଯୁବତୀଙ୍କ ଉନ୍ମତ୍ତକାଣ୍ଡ । ନିଶାରେ ଚୁର ଯୁବତୀଙ୍କ ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି । ଗୋଟିଏ ହାତରେ ମଦ ବୋତଲ ଆଉ ଗୋଟିଏ ହାତରେ ସିଗାରେଟ୍ । ରାସ୍ତା ମଝିରେ ହଙ୍ଗାମା ଆଉ ଲୋକଙ୍କୁ ଖରାପ ଭାଷାରେ ଗାଳି । ବେଶ କିଛି ସମୟ ଧରି ଚାଲିଥିବା…

ପୁଣି ସାମ୍ବାଦିକଙ୍କୁ ଆକ୍ରମଣ, ଲୁଟିନେଲେ ମୋବାଇଲ୍

ଭୁବନେଶ୍ୱର: ଖବର ସଂଗ୍ରହ କରିବା କଣ ଭୁଲ? ସତ୍ୟକୁ ଲୋକଲୋଚନରେ ପ୍ରକାଶ କରିବା କଣ ଅପରାଧ? ଯଦି ଏସବୁ ଭୁଲ ନୁହେଁ ତେବେ କାହିଁକି ବାରମ୍ବାର ଗଣମାଧ୍ୟମ ପ୍ରତିନିଧି ଉପରେ କରାଯାଉଛି ଆକ୍ରମଣ । ଉପାନ୍ତରୁ ଆରମ୍ଭ କରି ପୂର୍ବପ୍ରାନ୍ତ ସବୁଠି ଆଉ ସବୁବେଳେ ଆକ୍ରମଣର ଶିକାର ହେଉଛନ୍ତି…

ସୋଆରେ ଦୁଇ ଦିନିଆ ମେକାନିକାଲ୍‌ ଇଞ୍ଜିନିୟରିଂ ଅନ୍ତର୍ଜାତିୟ ସମ୍ମିଳନୀ ଆୟୋଜିତ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ୍‌ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ରେ ଦୁଇ ଦିନିଆ ଅନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି ।ଏହି ସମ୍ମିଳନୀରେ ଆଲ୍ଲେଖ୍ୟ ଶୀର୍ଷକ ଥିଲା “ ରିସେଂଟ ଆଡ୍‌ଭାନ୍‌ସେସ୍‌ ଇନ୍‌…

୩ଦିନ ପାଇଁ ସିଲ୍ ହେଲା ଭୁବନେଶ୍ୱର କୋର୍ଟ ପରିସର

ଭୁବନେଶ୍ୱର: ରାଜଧାନରେ ସଂକ୍ରମଣ ପୁଣି ଭୟଙ୍କର ରୂପ ନେଇ ଆତଙ୍କ ସୃଷ୍ଟି କରୁଛି। କିନ୍ତୁ ଲୋକେ ଚେତୁନାହାନ୍ତି । ବେପରୁଆ ଭାବେ ବୁଲୁଛନ୍ତି।କୋଭିଡ୍ ନିୟମ ମାନୁନାହାନ୍ତି । ବଜାରରେ ଭିଡ ଜମାଉଛନ୍ତି । ମାସ୍କ ପିନ୍ଧୁନାହାନ୍ତି, ସାମାଜିକ ଦୂରତା ରଖୁନାହାନ୍ତି । ଏଭଳି ସ୍ଥିତି ପୁଣି…