ପାଟକୁରାବାସୀଙ୍କୁ ଧନ୍ୟବାଦ
ଭୁବନେଶ୍ୱର () ପାଟକୁରାରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରବାୱାଲଙ୍କ ବିଜୟ ପରେ ପ୍ରତିକ୍ରିୟା ରଖିଛନ୍ତି ତିନି ପ୍ରମୁଖ ଦଳର ବିଧାୟକ । ବିଜେଡି ଏହି ବିଜୟ ପାଇଁ କୃଷିମନ୍ତ୍ରୀ ପାଟକୁରାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଗତ ସାଧରାଣ ନିର୍ବାଚନରେ ପାଟକୁରାରେ ବିଜେଡି 6 ହଜାର ଭୋଟ ପଛରେ…