ଜୋ ବିଡେନଙ୍କୁ ଶୁଭେଚ୍ଛା ଜଣାଇଲେ ରାହୁଲ
ନୂଆଦିଲ୍ଲୀ() ଆମେରିକାର ୪୬ ତମ ରାଷ୍ଟ୍ରପତି ହେବେ ଜୋ ବାଇଡେନ୍। ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚିତ ହେଲେ ଜୋ ବାଇଡେନ୍। ଡେମୋକ୍ରେଟ୍ ଦଳର ପ୍ରାର୍ଥୀ ଭାବେ ସେ ନିର୍ବାଚନ ରଣାଙ୍ଗନରେ ଅବତ୍ତୀର୍ଣ୍ଣ ହୋଇଥିଲେ। ସେ ମ୍ୟାଜିକ୍ ନମ୍ବର ୨୭୦ ଇଲେକ୍ଟ୍ରରାଲ ଭୋଟ୍ରପୁ ଅଧିକ…