Odia News Portal
Browsing Tag

Biju Janata Dal (BJD)

ବିଜେଡି ପ୍ରତିଷ୍ଠା ଦିବସରେ କର୍ମୀଙ୍କୁ ନବୀନଙ୍କ ଶୁଭେଛା

ବିଜେଡି କର୍ମୀଙ୍କୁ ଶୁଭେଛା ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଜି ହେଉଛି ବିଜେଡିର ୨୫ ତ୍ତମ ପ୍ରତିଷ୍ଠା ଦିବସ । କର୍ମୀଙ୍କ ନିରନ୍ତର ଭଲପାଇବା ଓ ଉତ୍ସର୍ଗୀକୃତ କାର୍ୟ୍ୟ ପାଇଁ ବିଜେଡି ଆଜି କୋଟି କୋଟି ଓଡିଆଙ୍କ ବଳ ସାଜିଛି ବୋଲି ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି…

ବିଜେଡ଼ିରେ ମିଶିଲେ ୪ପଞ୍ଚାୟତର କଂଗ୍ରେସ କମିଟି ସଭାପତି

ପିପିଲି: ପିପିଲି ନିର୍ବାଚନ ମଣ୍ଡଳୀର ୪ଟି ଗ୍ରାମପଞ୍ଚାୟତର କଂଗ୍ରେସ କମିଟି ସଭାପତି ଆଜି ବିଜୁ ଜନତା ଦଳରେ ସାମିଲ୍ ହୋଇଛନ୍ତି । ପିପିଲି ବ୍ଲକ ଅନ୍ତର୍ଗତ ସରସ୍ୱତୀପୁର ଗ୍ରାମପଞ୍ଚାୟତର କଂଗ୍ରେସ କମିଟି ସଭାପତି ବାଲୁଙ୍କେଶ୍ୱର ମହାପାତ୍ର, ରୁପୁଦେଈପୁର…

ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଛାତ୍ର ଜନତା ଦଳର ୭୫ ୟୁନିଟ୍ ରକ୍ତ ସଂଗ୍ରହ

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ଵଦିପ ପ୍ରଧାନଙ୍କ ନେତୃତ୍ବରେ ୭୫ ୟୁନିଟ୍ ରକ୍ତ ସଂଗ୍ରହ। ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ଛାତ୍ର…

ବିଜେଡିର ନୂଆ ମିଡିଆ ଟିମ୍ ଚୟନ: ମୁଖପାତ୍ର ଏବଂ ପ୍ୟାନେଲିଷ୍ଟ ତାଲିକା ଜାରି କଲା ଦଳ

ଶାସକ ବିଜେଡିର ମୁଖପାତ୍ର ଏବଂ ପ୍ୟାନେଲିଷ୍ଟ ତାଲିକା ଜାରି ହୋଇଛି। ୧୬ ଜଣଙ୍କୁ ମୁଖପାତ୍ର ଦାୟିତ୍ବ ଦିଆଯାଇଥିବା ବେଳେ ୧୪ ଜଣଙ୍କୁ ପ୍ୟାନେଲିଷ୍ଟ ଦାୟିତ୍ବ ଦିଆଯାଇଛି। ଜାତୀୟ ସ୍ତରରେ ମୁଖପାତ୍ର ଭାବେ ୬ ଜଣଙ୍କୁ ଦାୟିତ୍ବ ଦିଆଯାଇଛି। ଜାତୀୟ ସ୍ତରରେ ୬ ଜଣ ହେଲେ ପିନାକୀ ମିଶ୍ର, ପ୍ରସନ୍ନ…

ନବୀନଙ୍କ ଦୁର୍ନୀତି ବିରୋଧୀ ମନ୍ତ୍ର: ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ସମସ୍ତେ ଦେବେ ସମ୍ପତ୍ତି ତାଲିକା

ବିଜେଡି ରାଜ୍ୟ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ | ଏହି ଅବସରରେ ଦୁର୍ନୀତି ବିରୋଧରେ ମନ୍ତ୍ର ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ । ନବୀନ କହିଛନ୍ତି ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ଼ ଶତ୍ରୁ। ଦୁର୍ନୀତିର ମୂଳୋତ୍ପାଟନ ନକଲେ ଆମର ସବୁ ଲଢ଼େଇ ମୂଲ୍ୟହୀନ। ଆମ…