ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଯୋଡ଼ି ହେବେ ୨୧ଲକ୍ଷ ନୂଆ ହିତାଧିକାରୀ
ଭୁବନେଶ୍ୱର: BSKYରେ ସାମିଲ ହେବେ ୨୧ଲକ୍ଷ ନୂଆ ହିତାଧିକାରୀ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ମିଳିବ ସ୍ମାର୍ଟ କାର୍ଡ । ରାଜ୍ୟର ୯୨.୫ ଲକ୍ଷ ହିତାଧିକାରୀଙ୍କୁ ଏହି କାର୍ଡ ଯୋଗାଇ ଦିଆଯିବ । ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟକାଡ ବଣ୍ଟନ!-->…