Odia News Portal
Browsing Tag

bijujanatadal

ବିଜେଡିର ବଡ଼ ବୈଠକ, ୧୦ ତାରିଖରେ ଶଙ୍ଖଭବନରେ ହେବ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ଆଗାମୀ ପଞ୍ଚାୟତ ନିର୍ବାଚନକୁ ନଜରରେ ରଖି ବିଜୁ ଜନତା ଦଳ ପକ୍ଷରୁ ଡାକାଯାଇଛି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ। ଆସନ୍ତା ଜୁନ୍ ୧୦ ତାରିଖ ଅପରାହ୍ନ ୪ଟାରେ ରାଜ୍ୟ ବିଜେଡି କାର୍ଯ୍ୟାଳୟ ଶଙ୍ଖଭବନରେ ଏହି ବୈଠକ ଅନୁଷ୍ଠିତ ହେବ। ଏନେଇ ବିଜେଡି ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି।…