ଉଚ୍ଚଶିକ୍ଷା କର୍ମଚାରୀଙ୍କୁ ଜଗିବ ବାଓମେଟ୍ରିକ ମେସିନ
ଭୁବନେଶ୍ବର() ଏଣିକି ଠକି ପାରିବେନି ଉଚ୍ଚ ଶିକ୍ଷା ବିଭାଗ କର୍ମଚାରୀ । କର୍ମଚାରୀଙ୍କୁ ଜଗିବ ବାୟୋମେଟ୍ରିକ ମେସିନ । କାର୍ୟ୍ୟାଳୟକୁ ଆସିବା ଏବଂ ଯିବା ସମୟରେ କର୍ମଚାରୀଙ୍କୁ ବାୟୋମେଟ୍ରିକ୍ ଦେବାକୁ ପଡିବ । ଯେଉଁ କର୍ମଚାରୀ ବାୟୋମେଟ୍ରିକ୍ ନଦେବେ ସେହି ଦିନକୁ ଅନୁପସ୍ଥିତ ଭାବେ ଗଣାଯିବ…