Odia News Portal
Browsing Tag

bird

ଆଜିଠୁ ଭିତରକନିକାରେ ଆରମ୍ଭ ହୋଇଛି ପକ୍ଷୀ ଗଣନା

ଆଜିଠୁ ଭିତରକନିକାରେ ଆରମ୍ଭ ହୋଇଛି ପକ୍ଷୀ ଗଣନା । ୩ଦିନ ଧରି ପକ୍ଷୀ ଗଣନା କରାଯିବ ।ସକାଳ ୬ଟାରୁ ଦିନ ୧୨ଟା ଯାଏ ପକ୍ଷୀ ଗଣନା କରାଯିବ। ଏଥିପାଇଁ ୩ଟି ଟିମ୍ ଗଠନ କରାଯାଇଛି । କନିକା ରେଞ୍ଜର ମଠ ଆଡିଆ, ଲକ୍ଷ୍ମୀ ପ୍ରସାଦ ଡିଆ, ଦୁର୍ଗା ପ୍ରସାଦ ଡିଆ ଓ ରାଜନଗର ରେଞ୍ଜ ବାଲି ଡିଆରେ ପକ୍ଷୀ…

ଚିଲିକାରେ ପଡିଲାଣି ବିଦେଶୀ ପକ୍ଷୀଙ୍କ ପାଦ

କୁହାଯାଏ କୁମାର ପୂର୍ଣ୍ଣିମା ଡାଲାରେ ଶୀତ ଆସେ । ଶୀତ ଆସିବା ସହ ଓଡିଶାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହୋଇଛି । ମରାଳମାଳିନୀ ନୀଳାମ୍ବୁ ଚିଲିକାକୁ ଅତିଥି ଆସି ଗଲେଣି । ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଚିଲିକାର ରୂପକୁ ଆହୁରି ସୁନ୍ଦର କରିଛନ୍ତି ବିଦେଶାଗତ ରଙ୍ଗବେରଙ୍ଗର ପକ୍ଷୀ ।